Odisha Elections 2024

ୟୁପିଏସ୍‌ସିର ନୂଆ ନିଯୁକ୍ତି: ୧୦ମ ପାସ୍‌ କରିଥିଲେ କରିପାରିବେ ଆବେଦନ, ମାସକୁ ମିଳିବ ୬୦ହଜାର

ନୂଆଦିଲ୍ଲୀ,୨୫।୧: କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍‌ସି ) ନୂତନ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି । ୟୁପିଏସ୍‌ସିର ଏହି ବିଜ୍ଞପ୍ତିରେ ଡ୍ରାଇଭର ପଦ ପାଇଁ ରହିଛି। ଷ୍ଟାଫ କାର୍‌ ଡ୍ରାଇଭର (ଅଡିନାରୀ ଗ୍ରେଡ) ଜେନେରାଲ ସେଣ୍ଟ୍ରାଲ ସର୍ଭିସ, ଗ୍ରୁପ-ବି, ଅଣ-ଗେଜେଟେଡ, ନନ୍‌-ମିନିଷ୍ଟ୍ରିୟଲ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି ହୋଇଛି। ତେବେ ଚୟନ ପ୍ରାର୍ଥୀମାନଙ୍କୁ ୧୯,୯୦୦ରୁ ୬୩,୨୦୦ ଟଙ୍କା ପ୍ରତି ମାସରେ ମିଳିବ।

ୟୁପିଏସ୍‌ସି ନିଯୁକ୍ତି ୨୦୨୪ ପାଇଁ ଆବେଦନ କରିବାକୁ ଚାହୁଁଥିବା ପ୍ରାର୍ଥୀମାନେ ୫୬ ବର୍ଷରୁ କମ୍‌ ହୋଇନଥିବେ। ମନୋନୀତ ପ୍ରାର୍ଥୀଙ୍କୁ ୩ ବର୍ଷ ପାଇଁ ନିଯୁକ୍ତ କରାଯିବ। ବିଜ୍ଞପ୍ତିକୁ ଆଧାର କରି ପ୍ରାର୍ଥୀ ନିଶ୍ଚିତ ଭାବରେ ଏକ ସ୍ବୀକୃତିପ୍ରାପ୍ତ ବୋର୍ଡରୁ ଦଶମ ଶ୍ରେଣୀ ପାସ୍‌ କରିଥିବେ। ଏକ ବୈଧ ଲାଇସେନ୍ସ ମଧ୍ୟ ରହିବା ଜରୁରୀ । ମୋଟର ମେକାନିଜିମ ଜାଣିଥିବା ସହ ମୋଟର କାର୍‌ ଚଳାଇବାରେ ଅତି କମ୍‌ରେ ତିନି ବର୍ଷର ଅଭିଜ୍ଞତା ରହିଥିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଏଡ୍‌, ବିଏଚ୍‌ଏଡ୍‌, ଏମ୍‌ଏଡ୍‌ ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର, ୨୮।୫(ଅସମାପିକା ସାହୁ)- ୨୦୨୪-୨୫ ଶିକ୍ଷାବର୍ଷରେ ବିଏଡ୍‌, ବିଏଚ୍‌ଏଡ୍‌ ଏବଂ ଏମ୍‌ଏଡ୍‌ ନାମଲେଖା ପାଇଁ ବୁଧବାର ଠାରୁ ପ୍ରବେଶିକା ପରୀକ୍ଷା ନିମନ୍ତେ ଆବେଦନ ପ୍ରକ୍ରିୟା ଆରମ୍ଭ...

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ଭୁବନେଶ୍ୱର,୨୬।୫: ରାଜ୍ୟରେ +୨ ପରୀକ୍ଷାଫଳ ପ୍ରକାଶ ପାଇଛି। ରବିବାର ଭୁବନେଶ୍ୱରସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ...

ଓଡ଼ିଶା ହାଇକୋର୍ଟର ୧୪୭ ଏଏସ୍‌ଓ ପଦବୀ ନିମନ୍ତେ ବିଜ୍ଞପ୍ତି, ମେ ୨୦ରୁ ଆବେଦନ

କଟକ,୧୪ା୫ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ ୧୪୭ଟି ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀ ନିମନ୍ତେ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତନ୍ମଧ୍ୟରୁ ୪୯ଟି ପଦବୀ...

ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ସୁଯୋଗ, ୮୧ ହଜାର ଯାଏଁ ଅଛି ଦରମା

ଭୁବନେଶ୍ୱର,୧୪।୫: ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆବେଦନକାରୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ...

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୧୩।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରେଜଲ୍ଟ ଘୋଷଣା କରିଛି। ବୋର୍ଡ ଏକାସାଙ୍ଗରେ ଉଭୟ ଶ୍ରେଣୀ ପାଇଁ ଫଳାଫଳ ଘୋଷଣା କରିଛି।...

ଏକ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି କରିବ ”ପିଏମ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା”

ନୂଆଦିଲ୍ଲୀ,୧୨ା୫: ୧୦ ନିୟୁତ ଘରକୁ ସୌର ପ୍ୟାନେଲ ଯୋଗାଇବାରେ ସାହାଯ୍ୟ କରିବା ପାଇଁ ସରକାର ସୌର ପ୍ୟାନେଲ ସ୍ଥାପନ ଏବଂ ପରିଚାଳନାରେ ପାରଦର୍ଶୀ ଥିବା ୧୦୦,୦୦୦-ଶକ୍ତିଶାଳୀ...

ୟୁଜିସି-ଏନ୍‌ଇଟି ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୧୦।୫(ଅସମାପିକା ସାହୁ) – ଆସନ୍ତା ମାସରେ ୟୁଜିସି-ଏନ୍‌ଇଟି ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri