ଅପ୍‌ଷ୍ଟକ୍ସର ନୂତନ ଅଭିଯାନ

ଭୁବନେଶ୍ୱର,୧।୪: ଅପ୍‌ଷ୍ଟକ୍ସର ନୂତନ ଅଭିଯାନ ‘କଟ୍‌ ଦି କିଟ୍‌ କିଟ୍‌, ଗେଟ୍‌ ଦି ମାର୍କେଟ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହି ଅଭିଯାନ ଜରିଆରେ ବ୍ରାଣ୍ଡ୍‌ ବଜାରର କୋଳାହଳ ଓ ଅତ୍ୟଧିକ ସୂଚନାରୁ ଆଗକୁ ବଢ଼ି ଠିକ୍‌ ନିବେଶ ଲାଗି ଖୁଚୁରା ନିବେଶକମାନଙ୍କୁ ସାହାଯ୍ୟ କରିବା ଲାଗି ଅପଷ୍ଟକ୍ସ ଲକ୍ଷ୍ୟ ରଖିଛି। ଏପରିକି ଏକ ଅନୁଧ୍ୟାନରୁ ଜଣାଯାଇଛି ଯେ ମିସ୍‌ ସେଲିଂ, ବିଭ୍ରାନ୍ତିକର ପରାମର୍ଶ, ଅତ୍ୟଧିକ ସୂଚନା ଏବଂ ଜଟିଳ ଶବ୍ଦ ନିବେଶ ସଫଳତା ପଥରେ ଏକ କଣ୍ଟା ଭଳି ଛିଡାହୋଇଛି, ସେଥିପାଇଁ ଅନେକ ସମୟରେ ଏଭଳି ନିଷ୍ପତ୍ତିି ନେବାକୁ ପଡ଼ିଥାଏ, ଯାହା ଲୋକଙ୍କ ଆର୍ଥିକ ଲକ୍ଷ୍ୟ ସହ ସମନ୍ବିତ ହୋଇପାରିନଥାଏ।

ସେହିଭଳି ଆଶାୟୀ ଗ୍ରାହକମାନେ ପ୍ରାୟତଃ ମ୍ୟୁଚୁଆଲ ଫଣ୍ଡରେ ନିବେଶ କରିବା ସମୟରେ ଅତ୍ୟାବଶ୍ୟକ ବିପଦ ଏବଂ ଖର୍ଚ୍ଚ ଅପେକ୍ଷା ରିଟର୍ନକୁ ପ୍ରାଥମିକତା ଦିଅନ୍ତି, ଉପଯୁକ୍ତ ମୂଲ୍ୟାୟନ ନକରି ସେମାନେ ୧କୋଟି ଟଙ୍କାର ଟର୍ମ ଇନସ୍ୟୁରାନ୍ସ ପ୍ଲାନ୍‌ ବାଛନ୍ତି। ଏଭଳି ଅଭ୍ୟାସ ଯୋଗୁ ନିବେଶକମାନଙ୍କ ମଧ୍ୟରେ ଅସନ୍ତୁଷ୍ଟତା ଦେଖାଦେଇଥାଏ। ଏହି ଆହ୍ବାନଗୁଡ଼ିକୁ ସ୍ବୀକାର କରି ଅପ୍‌ଷ୍ଟକ୍ସ ଏହାର ଗ୍ରାହକମାନଙ୍କ ପାଇଁ ପଦକ୍ଷେପ ନେଇଛି। କମ୍ପାନୀ ବଜାରର କିଟ୍‌-କିଟ୍‌ (ଶବ୍ଦ) ହ୍ରାସ କରିବାକୁ ଚାହୁଁଛି ଏବଂ ଗ୍ରାହକଙ୍କ ପାଇଁ ଉପଯୁକ୍ତ ଉପକରଣରେ ନିବେଶ କରି ସମ୍ପତ୍ତି ସୃଷ୍ଟି ପାଇଁ ଉତ୍ସାହିତ କରିବାକୁ ଚାହୁଁଛି। ନିବେଶକମାନଙ୍କ ପାଖରେ ଏହି ବାର୍ତ୍ତା ପହଞ୍ଚାଇବା ପାଇଁ ଅପ୍‌ଷ୍ଟକ୍ସ ପକ୍ଷରୁ ‘କଟ୍‌ ଦ କିଟ୍‌ କିଟ୍‌, ଗେଟ୍‌ ଇନ୍‌ ଦି ମାର୍କେଟ’କୁ ନେଇ ଏକ ଭିଡିଓ ଶୁଭାରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri