ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ

ବଇଣ୍ଡା,୪।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ବୁଧବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ଡିଭିଜନ ଏସ୍‌ପି ଶଶିଭୂଷଣ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଏକକାଳୀନ ନିଆଳିର ସିଠାଳୋସ୍ଥିତ ପୈତୃକ ବାସଭବନ , ଶ୍ୱଶୁର ଘର ସମେତ ଏକକାଳୀନ ୪ଟି ସ୍ଥାନରେ ହୋଇଛି । ମାତ୍ର କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ବିଜୟଙ୍କ ଗାଡ଼ି ନମ୍ବର ‘TN 07CM 2026’: ଥିଲା ମାଷ୍ଟରପ୍ଲାନ୍‌

ଭୁବନେଶ୍ୱର, ୬।୫(ସୁନିତ୍‌ ମିଶ୍ର):ତାମିଲନାଡୁ ବିଧାନସଭା ନିର୍ବାଚନରେ ଲୋକପ୍ରିୟ ତାମିଲ ଅଭିନେତା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟଙ୍କ ଦଳ ଟିଭିକେ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭା ହୋଇ ସମସ୍ତଙ୍କ ପାଇଁ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଘନ୍ୟ ହତ୍ୟାକାଣ୍ଡ: ସ୍କୁଟି ଚାଳକଙ୍କୁ ହାଇୱାରେ ଧକ୍କା ଦେଇ…

ଦେବଗଡ଼, ୬।୫(ଶଶାଙ୍କ ଶେଖର ଝାଙ୍କର)ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଘନ୍ୟ ହତ୍ୟାକାଣ୍ଡ। ଦେବଗଡ଼ ଥାନା ତିଳେଇବଣି ଫାଣ୍ଡି ଅନ୍ତର୍ଗତ ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ…

ପ୍ରାକୃତିକ ନୁହେଁ, ମନୁଷ୍ୟକୃତ ମରୁଡ଼ି: ଧାନଚାଷ ଉଜୁଡିଯିବା ଘଟଣାରେ…

ନୂଆପଡ଼ା,୬ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ପତୋରା ଅପରଜୋଙ୍କ ଜଳସେଚନ ପ୍ରକଳ୍ପରେ ପାଣି ଶୁଖି ଧାନଚାଷ ଉଜୁଡିଯିବା ଘଟଣାକୁ ନେଇ ମଙ୍ଗଳବାର ବିଜେଡିର ରାଜ୍ୟସ୍ତରୀୟ ଦଳ…

ଚାଷୀଙ୍କୁ ଘାରିଲା କେନାଲ ପାଣି ଚିନ୍ତା: ପ୍ରଭାବିତ ଧାନ ଫସଲର ନମୁନା ଧରି ଜିଲାପାଳଙ୍କ ଅଫିସ୍‌ରେ ପହଞ୍ଚିଲେ ଚାଷୀ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ୧୧ତାରିଖ କେନାଲ ପାଣି ଯୋଗାଣ ବନ୍ଦ ରହିବ। କେନାଲ ପାଣି ବନ୍ଦ ରହିବାକୁ ଆଉମାତ୍ର ୫ଦିନ ବାକି ରହିଛି। ଅନ୍ୟପଟେ…

ମୁଖ୍ୟମନ୍ତ୍ରୀ ପଦରୁ ଷ୍ଟାଲିନ୍‌ଙ୍କ ଇସ୍ତଫା

ଚେନ୍ନାଇ,୬ା୫: ତାମିଲନାଡୁ ବିଧାନସଭା ନିର୍ବାଚନରେ ପରାଜୟ ପରେ ଦ୍ରାବିଡ଼ ମୁନ୍ନେତ୍ରା କାଝାଗମ୍‌ (ଡିଏମ୍‌କେ) ଅଧ୍ୟକ୍ଷ ଏମ୍‌.କେ. ଷ୍ଟାଲିନ୍‌ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ…

ଗଣମାଧ୍ୟମ, ମନୋରଞ୍ଜନରେ ଏଆଇ ବ୍ୟବହାର ପାଇଁ ୧୫,୦୦୦ ସ୍କଲାରଶିପ୍‌ ଘୋଷଣା

ନୂଆଦିଲ୍ଲୀ,୬ା୫: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ରେ ଯୁବ ପେସାଦାରମାନଙ୍କୁ ତାଲିମ ଦେବା ପାଇଁ କେନ୍ଦ୍ର ସରକର ଏକ ବଡ଼ ପଦକ୍ଷେପ ଆରମ୍ଭ କରୁଛନ୍ତି। ଗଣମାଧ୍ୟମ, ମନୋରଞ୍ଜନ, ଗେମିଂ ଏବଂ…

କ୍ରୁଜ୍‌ ଜାହାଜରେ ବ୍ୟାପିଲା ହାନ୍ତା ଭାଇରସ୍‌, ୩ ମୃତ

କେପ୍‌ ଟାଉନ୍‌,୬ା୫:ଆଫ୍ରିକାର ପଶ୍ଚିମ ଉପକୂଳରେ ଏକ ବିଳାଶପୂର୍ଣ୍ଣ କ୍ରୁଜ୍‌ ଜାହାଜରେ ହାନ୍ତା ଭାଇରସ୍‌ ବ୍ୟାପିବାରୁ ୩ ଜଣଙ୍କ ମୃତ୍ୟୁ ହେବା ସହିତ ୫ରୁ ଅଧିକ ଲୋକ ଆକ୍ରାନ୍ତ…

ଭାଜପାର କାଲିତା ମାଝୀ: ଘରୋଇ ସହାୟିକାରୁ ବିଧାୟିକା

କୋଲକାତା,୬ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଔସଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ କାଲିତା ମାଝୀ ବିଜୟୀ ହୋଇଛନ୍ତି। ଏହା ସବୁଠୁ ଚର୍ଚ୍ଚିତ ବ୍ୟକ୍ତିଗତ ବିଜୟ ମଧ୍ୟରୁ ଅନ୍ୟତମ। କାଲିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri