ଅର୍ବାନ ବ୍ୟାଙ୍କ ଜମାକାରୀ ଫେରିପାଇବେ ଟଙ୍କା

ବାରିପଦା ଅଫିସ, ୧୬ା୨- ବାରିପଦା ଅର୍ବାନ ବ୍ୟାଙ୍କର ଜମାକାରୀ ସେମାନଙ୍କ ଟଙ୍କା ଫେରିପାଇବେ। ରେଜିଷ୍ଟ୍ରାର ଅଫ୍‌ କୋ-ଅପରେଟିଭ୍‌ ସୋସାଇଟି (ଆରସିଏସ୍‌)ଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୭୨୧ ତା୧୫ା୨ା୨୧ରେ ବାରିପଦା ଡ଼ିଭିଜନ ଡ଼େପୁଟି ରେଜିଷ୍ଟ୍ରାର ଅଫ୍‌ କୋ-ଅପରେଟିଭ୍‌ ସୋସାଇଟ୍‌ (ଡିିଆର୍‌ସିଏସ୍‌)ଙ୍କୁ ଟଙ୍କା ଫେରସ୍ତ ପାଇଁ ଦେଇଥିବା ଆଦେଶରୁ ଏହା ଜଣାପଡ଼ିଛି। କଟକର ଆଡଭୋକେଟ ଜେନେରାଲ ଓଡ଼ିଶାଙ୍କ କାର୍ଯ୍ୟାଳୟର ଅତିରିକ୍ତ ସରକାରୀ ଓକିଲଙ୍କ ପତ୍ରସଂଖ୍ୟା ୪୬୮୯ ତା୧ା୨ା୨୦୨୧ ଓ ରାଜ୍ୟ ସରକାରଙ୍କ ସହଯୋଗ (କୋ-ଅପରେସନ) ବିଭାଗ ମେମୋ ନଂ.୧୪୦୦ ତା୧୫ା୨ା୨୦୨୧ରିଖକୁ ଭିିତ୍ତି କରି ଆରସିଏସ୍‌ ବାରିପଦା ଡ଼ିଆରସିଏସଙ୍କୁ ଏହି ଆଦେଶ ଦେଇଛନ୍ତି ା ଆଦେଶ କାର୍ଯ୍ୟକାରୀ ହେଲେ ବ୍ୟାଙ୍କରେ ରଖିଥିବା ୭୨କୋଟି ଟଙ୍କା ଜମାକାରୀମାନେ ଫେରିପାଇବେ। ୨୦୧୨ରୁ ବାରିପଦା ଆର୍ବାନ ବ୍ୟାଙ୍କର ୩୬୯୮୪ ଜମାକାରୀ ସେମାନଙ୍କ ଟଙ୍କା ଉଠାଇ ନ ପାରି ହୀନସ୍ତା ହେଉଛନ୍ତି। ଟଙ୍କା ଫେରସ୍ତ ନିମନ୍ତେ ପୂର୍ବତନ ପରିଚାଳନା ପରିଷଦର ପ୍ରଚେଷ୍ଟା କ୍ରମେ ଉଚ୍ଚ ନ୍ୟାୟାଳୟରେ ଦାଖଲ ହୋଇଥିବା ମିସ୍‌ କେଶ ନଂ. ଆଇଏ ୬୯୫/୨୦୨୦ର ବିଚାର କରି ବିଚାରପତି ପ୍ରମଥ ପଟ୍ଟନାୟକ ଜମାକାରୀମାନଙ୍କୁ ସମସ୍ତ ଟଙ୍କା ଫେରସ୍ତ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ। ପରେ ଆର୍ବାନ ବ୍ୟାଙ୍କ ପକ୍ଷରୁ ଜମାକାରୀମାନଙ୍କୁ ୩ କୋଟି ୪୬ ଲକ୍ଷରୁ ଅଧିକ ଟଙ୍କା ଫେରସ୍ତ ଦିଆଯାଇଥିଲା ା ତେବେ ଏହି ସମୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଟଙ୍କା ଫେରସ୍ତ ଉପରେ ସ୍ଥଗିତାଦେଶ ଦେବାରୁ ଏହି ପ୍ରକ୍ରିୟା ବନ୍ଦ ଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?