ପୌରାଞ୍ଚଳ ନିର୍ବାଚନ ପାଇଁ ବଢିଲା ନିର୍ବାଚନୀ ଖର୍ଚ୍ଚ: ଜାଣନ୍ତୁ କେତେ ପର୍ଯ୍ୟନ୍ତ କରିପାରିବେ

ଭୁବନେଶ୍ୱର,୮।୨(ବ୍ୟୁରୋ): ପୌରାଞ୍ଚଳ ନିର୍ବାଚନ ପାଇଁ ନିର୍ବାଚନୀ ଖର୍ଚ୍ଚ ବଢ଼ିଛି। ଏନ୍‌ଏସି ମ୍ୟୁନିସିପାଲିଟି ଏବଂ ମ୍ୟୁନିସିପାଲ କର୍ପୋରେଶନ  ନିର୍ବାଚନୀ ଖର୍ଚ୍ଚ ବଢ଼ିଥିବା ବେଳେ ରାଜ୍ୟ ନିର୍ବାଚନ ଆୟୋଗ ଏହାର ସୀମା ଘୋଷଣା କରିଛନ୍ତି ।

ତେବେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ମହାନଗର ନିଗମ ଅଞ୍ଚଳରେ କର୍ପୋରେଟରମାନଙ୍କ ଖର୍ଚ୍ଚ ସୀମା ୨ ଲକ୍ଷ ଟଙ୍କା ରହିଛି । ମେୟର ୧୨ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ । ସେହିଭଳି ଏନ୍‌ଏସି/ମ୍ୟୁନିସିପାଲିଟିରେ ପ୍ରାର୍ଥୀଙ୍କ ପାଇଁ ଖର୍ଚ୍ଚ ସୀମା ଧାର୍ଯ୍ୟ ହୋଇଛି । ୫୦ ହଜାର ଜନସଂଖ୍ୟା ଥିଲେ କାଉନସିଲର ୫୦ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ଚେୟାରପର୍ସନଙ୍କ ଖର୍ଚ୍ଚ ସୀମା ୨ ଲକ୍ଷ ଟଙ୍କା ରଖାଯାଇଛି ।
ଅନ୍ୟପକ୍ଷରେ, ଜନସଂଖ୍ୟା ୫୦ ହଜାରରୁ ୧ ଲକ୍ଷ ଥିଲେ କାଉନସିଲରଙ୍କ ଖର୍ଚ୍ଚ ସୀମା ୭୫ ହଜାର ଟଙ୍କା ରହିଛି। ଚେୟାରପର୍ସନଙ୍କ ଖର୍ଚ୍ଚ ସୀମା ୩ ଲକ୍ଷ ଟଙ୍କା। ଜନସଂଖ୍ୟା ୧ ଲକ୍ଷରୁ ଅଧିକ ଥିଲେ କାଉନସିଲରଙ୍କ ଖର୍ଚ୍ଚ ସୀମା ୧ ଲକ୍ଷ ଟଙ୍କା ଥିବା ବେଳେ ଚେୟାରପର୍ସନଙ୍କ ଖର୍ଚ୍ଚ ସୀମା ୫ ଲକ୍ଷ ଟଙ୍କା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri