ସହରାଞ୍ଚଳ ଜମିର ହେବ ହାଇଟେକ ସର୍ଭେ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର ୧୭।୧(ସନ୍ତୋଷ ପାଢ଼ୀ): ରାଜସ୍ୱ ବିଭାଗ ଓ ଅଦିନିଆ ବର୍ଷାରେ କ୍ଷତିର କ୍ଷତିପୂରଣ ବଣ୍ଟନ, ଧାନ କିଣା ସମ୍ବନ୍ଧୀୟ ସମସ୍ୟା ନେଇ ଗଞ୍ଜାମ ଗସ୍ତ କରି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ସମୀକ୍ଷା କରିଛନ୍ତି। ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳ ସମ୍ମିଳନୀ କକ୍ଷରେ ସେ ସମୀକ୍ଷା କରିଥିଲେ ।

ରାଜ୍ୟର ସହରାଞ୍ଚଳରେ ଥିବା ଜମିର ହାଇଟେକ ସର୍ଭେ ହେବ ବୋଲି ମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜିଲାରେ ଥିବା ଶିଳ୍ପାନୁଷ୍ଠାନ ଗୁଡିକୁ ଇଡ଼କୋ ପକ୍ଷରୁ ଅଧିଗ୍ରହଣ କରି ଜମି ଦିଆଯାଇଥିଲା ସେଗୁଡିକ ଠିକ ଭାବେ ବ୍ୟବହାର ହେଉଛି କି ନାହିଁ ଏବଂ ଅନ୍ୟ ଉଦ୍ଦେଶ୍ୟରେ ଉକ୍ତ ଜମି ଗୁଡିକ ବ୍ୟବହାର ହେଉଛି କି ଏସମ୍ପର୍କରେ ମନ୍ତ୍ରୀ ବୈଠକ ରେ ପଚାରି ବୁଝିଥିଲେ।

ଏଥିସହ ଉକ୍ତ ଶିଳ୍ପାନୁଷ୍ଠାନ ମାନଙ୍କରେ କେତେ ଜଣ ସ୍ଥାନୀୟ ଓ ବାହାର ର ଲୋକ ନିଯୁକ୍ତି ପାଇଛନ୍ତି ସେନେଇ ଏକ ଡାଟାବେସ ପ୍ରସ୍ତୁତ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଏଥିପାଇଁ ଉପଜିଲ୍ଲାପାଳଙ୍କ ନେତୃତ୍ୱରେ ଟିମ ଗଠନ ହେବ ଏଥିରେ ଡିଆଇସି ଜିଏମ, ରାଜସ୍ୱ ନିରୀକ୍ଷକ ଓ ଅନ୍ୟମାନେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

କାଶ୍ମୀର ଓ ଉତ୍ତରାଖଣ୍ଡକୁ ପଛରେ ପକାଇଲେ ଓଡ଼ିଆ ପୁଅ ଶିବପ୍ରସାଦ, ଓଡ଼ିଶା ପାଇଁ ଆଣିଲେ ସୁନାମ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲlଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲଡ଼ ମେଡାଲ ଜିତି…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?