ଉର୍ବସୀଙ୍କ ପ୍ରାଇଭେଟ୍‌ ଭିଡିଓ ଭାଇରାଲ୍‌: ବାଥ୍‌ରୁମ୍‌ରେ…

ବଲିଉଡ ଅଭିନେତ୍ରୀ ଉର୍ବସୀ ରଉତେଲା ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଉର୍ବସୀଙ୍କ ଏକ ପ୍ରାଇଭେଟ୍‌ ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ ଆଲୋଚନା ଜୋରସୋରରେ ଚାଲିଛି। ଉର୍ବଶୀଙ୍କ ଏକ ବାଥରୁମ ଭିଡିଓ ସୋସିଆଲ ମିଡିଆରେ ଲିକ ହୋଇଛି। ଏଥିରେ ସେ ତାଙ୍କ କୁର୍ତ୍ତା ଓହ୍ଲାଉଛନ୍ତି।
ସେଲିବ୍ରିଟି ଫଟୋଗ୍ରାଫର ମାନଭ ମଙ୍ଗଲାନି ମଧ୍ୟ ଉର୍ବସୀଙ୍କ ଏହି ଭିଡିଓକୁ ତାଙ୍କ ଇନଷ୍ଟା ଆକାଉଣ୍ଟରେ ଶେୟାର କରିଛନ୍ତି। ଭିଡିଓରେ ଉର୍ବସୀ ଏକ ସୁଟ ପିନ୍ଧିଥିବାର ନଜର ଆସିଛନ୍ତି, ମଙ୍ଗଲସୁତ୍ର ମଧ୍ୟ ତାଙ୍କ ବେକରେ ଦେଖାଯାଉଛି। ପ୍ରଥମେ ସେ ବାଥରୁମ ଭିତରକୁ ପ୍ରବେଶ କରନ୍ତି, ଟାୱେଲ ଟାଙ୍ଗନ୍ତି ଏବଂ ତାଙ୍କ ପୋଷାକ କାଢିବା ଆରମ୍ଭ କରନ୍ତି ଏବଂ ପରେ ଭିଡିଓ ଶେଷ ହୁଏ। ଏହି ଭିଡିଓ ଦେଖିବା ପରେ ୟୁଜର୍ସ ପୁଣି ଅଭିନେତ୍ରୀଙ୍କୁ ଟାର୍ଗେଟ୍‌ କରିଛନ୍ତି ଏବଂ ସୋସିଆଲ ମିଡିଆରେ ସମାଲୋଚନା କରିବା ଆରମ୍ଭ କରିଛନ୍ତି।
ଉର୍ବଶୀ ରଉତେଲାଙ୍କୁ ଶେଷ ଥର ପାଇଁ ଫିଲ୍ମ ‘ଜେଏନୟୁ’ରେ ଦେଖିବାକୁ ମିଳିଥିଲା। ଏହି ଚଳଚ୍ଚିତ୍ରଟି ଚଳିତ ବର୍ଷ ମୁକ୍ତିଲାଭ କରିଥିଲା। ବର୍ତ୍ତମାନ ଉର୍ବସୀଙ୍କୁ ହିନ୍ଦୀ ଚଳଚ୍ଚିତ୍ର ‘ଦିଲ ହୈ ଗ୍ରେ’ ଏବଂ ତେଲୁଗୁ ଚଳଚ୍ଚିତ୍ର ‘ବ୍ଲାକ ରୋଜ’ରେ ଦେଖିବାକୁ ମିଳିବ।

 

View this post on Instagram

 

A post shared by Manav Manglani (@manav.manglani)


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri