ଅଶ୍ଳୀଳତାର ସୀମା ଟପିଲେ ଉର୍ଫି

ମୁମ୍ବାଇ: ଉର୍ଫି ଜାଭେଦଙ୍କ ଉପରେ ଅଶ୍ଳୀଳତା ସମ୍ବନ୍ଧୀୟ ଆଇନର କଡ଼ାକଡ଼ି କରାଯାଇଛି। ଏହା ସତ୍ତ୍ୱେ ସେ ଏହାକୁ ଚିନ୍ତା ନ କରି ଗୋଟିଏ ପରେ ଗୋଟିଏ ବୋଲ୍ଡ ଫଟୋରେ ନଜର ଆସୁଛନ୍ତି। ସେ ସମାଜରେ ଭୁଲ୍‌ ତଥ୍ୟ ଉପସ୍ଥାପନ କରି ଅଭିଯୋଗ ଆଣିଥିବା ଲୋକଙ୍କୁ ଖୋଲାଖୋଲି ଭାବେ ଚ୍ୟାଲେଞ୍ଜ କରୁଛନ୍ତି। ଉର୍ଫି ଏଥର ଅଶ୍ଳୀଳତାର ଚରମସୀମା ଟପିଛନ୍ତି।

ଉର୍ଫି ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହାକୁ ଦେଖି ଲୋକେ ତାଙ୍କୁ ଟ୍ରୋଲ କରିବାରେ ଲାଗିଛନ୍ତି। ଭିଡିଓରେ ସେ ଏକ ନୀଳ ରଙ୍ଗର କପଡ଼ାକୁ ସ୍କର୍ଟ କରି ପିନ୍ଧିଛନ୍ତି। ଏହା ସହିତ ସେ ଉପର ଶରୀରକୁ ନୀଳ ରଙ୍ଗର ପର ଦ୍ୱାରା ଆଚ୍ଛାଦିତ କରିଛନ୍ତି। ସେ ଧଳାରଙ୍ଗର ଏକ ଚପଲ ପିନ୍ଧିଛନ୍ତି। ଏଥିରେ ସେ ଦୁଇଟି ବକ୍ସ ଇମୋଜି ଦେଇଛନ୍ତି।

ଜଣେ ୟୁଜର ଲେଖିଛନ୍ତି, ‘ମୁଁ ଏହି ଡ୍ରେସ୍‌କୁ କେଉଁ ନାମ ଦେବି ଭାବି ପାରୁନାହିଁ’। ଆଉ ଜଣେ ଲେଖିଛନ୍ତି, ଏହି ପର ଭୁଲ ଦିଗରୁ ଆସିଛି। ଅନ୍ୟ ଜଣେ ଯୁବତୀ ଲେଖିଛନ୍ତି, ଆଜିକାଲି ତୁମେ କେବଳ ନିଜ ଶରୀରକୁ ଦେଖାଇବା ପାଇଁ ପୋଷାକ ପିନ୍ଧୁଛ, ମହିଳାମାନଙ୍କର ସ୍ବଧୀନତା ସହିତ ଏହାର କୌଣସି ସମ୍ପର୍କ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ବେବୋଙ୍କ ମାସ୍କ, ଫଟୋ ଶେୟାର କରି ଲେଖିଲେ…

ବଲିଉଡ୍‌ କଳାକାରମାନେ କ୍ରମାଗତ ଭାବେ କରୋନାରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ଖିଲାଡି ହିରୋ ଅକ୍ଷୟ କୁମାରଙ୍କ ପରେ ଭିକ୍କି କୌଶଲ ଏବଂ କ୍ୟାଟ୍ରିନା କୈଫ୍‌ଙ୍କ ରିପୋର୍ଟ...

ମାନହାନି କେସ୍‌ ଜିତିଲେ ଅଭିନେତା ଜନି ଡେପ୍‌, ପୂର୍ବତନ ସ୍ତ୍ରୀ ଦେବେ କ୍ଷତିପୂରଣ

ହଲିଉଡର ପ୍ରସିଦ୍ଧ ଅଭିନେତା ଜନି ଡେପ୍‌ ତାଙ୍କ ପୂର୍ବତନ ସ୍ତ୍ରୀ ତଥା ଅଭିନେତ୍ରୀ ଅମ୍ବର ହେର୍ଡଙ୍କ ମଧ୍ୟରେ ଚାଲିଥିବା ଆଇନଗତ ବିବାଦ ଶେଷରେ ସମାପ୍ତ ହୋଇଛି।...

ବିବାହର ଛଅ ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହେଲେ ଅଭିନେତ୍ରୀ

ବମ୍ବେ: ବିବାହର ଛଅ ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହୋଇଛନ୍ତି ଅଭିନେତ୍ରୀ ସନା ଅମିନ ଶେଖ। ଟେଲି ଧାରାବାହିକ ‘କୁଛ ରଙ୍ଗ ପ୍ୟାର କେ ଐସେ...

କଙ୍ଗନାଙ୍କ କାର୍ଯ୍ୟାଳୟ ଭଙ୍ଗା ଘଟଣା: କ୍ଷତି ହୋଇଛି ୨ କୋଟି

ମୁମ୍ବାଇ,୧୦ ।୯: ବିଏମ୍‌ସି ବିରୋଧରେ କ୍ରିମିନାଲ ଆକ୍ସନ ନେବେ ବଲିଉଡ୍ ନାୟିକା କଙ୍ଗନା ରାନାୱତ । ମହାରାଷ୍ଟ୍ର ସରକାରଙ୍କ ସହ କଙ୍ଗନାଙ୍କର ଚାଲିଥିବା ବିବାଦ ମଧ୍ୟରେ...

ସାରା ଯାହା ଚାହୁଁଥିଲେ

ସାରା ଅଲ୍ଲୀ ଖାନ ଯାହା ଚାହୁଁଥିଲେ ତାହା ଯେ ଏମିତି ହଠାତ୍‌ ପୂରଣ ହୋଇଯିବ ତାହା ସେ ବିଶ୍ୱାସ କରିପାରୁନାହାନ୍ତି। ବଲିଉଡ୍‌ରେ ଏଣ୍ଟ୍ରି କରିବା ପୂର୍ବରୁ...

‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଚର୍ଚ୍ଚାରେ ଥିବା ନିର୍ଦ୍ଦେଶକ ବିବେକଙ୍କ ଲଭ୍‌ଷ୍ଟୋରୀ: କିଛି ଏଭଳି…

ବମ୍ବେ: ଗତ ଶୁକ୍ରବାର ରିଲିଜ ହୋଇଥିବା ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ନୂଆ କୀର୍ତ୍ତିମାନ ରଚୁଛି। ଦର୍ଶକମାନେ ଏହାକୁ ବେଶ ପସନ୍ଦ କରୁଥିବା...

ରିଲିଜ୍‌ ପୂର୍ବରୁ ବୟକଟ୍‌ ଦାବି

ଅଭିନେତା ପ୍ରଭାସ ଏବଂ ସୈଫ ଅଲି ଖାନ୍‌ଙ୍କ ଅଭିନୀତ ଫିଲ୍ମ ‘ଆଦିପୁରୁଷ’ରିଲିଜ୍‌ ପୂର୍ବରୁ ବିବାଦ ଘେରକୁ ଆସିଛି। ବର୍ତ୍ତମାନ #ବୟକଟ୍‌ଆଦିପୁରୁଷ ଟୁଇଟ୍‌ରରେ ଟ୍ରେଣ୍ଡ କରୁଛି। ଫିଲ୍ମର...

ଡେଟିଂ କରୁଛନ୍ତି ଜ୍ୟାକଲିନ୍‌ !

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ଣ୍ଣାଡିଜଙ୍କୁ ଡେଟ୍‌ କରିବାକୁ କେତେ ଯେ ଯୁବକ ଅପେକ୍ଷା ରଖିଛନ୍ତି କହିବା ମୁସ୍କିଲ। ହେଲେ ଏବେ କୁଆଡେ ଏହି ଅଭିନେତ୍ରୀ...

Advertisement
Archives

Model This Week