‘ମୁଁ କାହାକୁ ଡରିନି’

ବମ୍ବେ: କେତେବେଳେ ପୋଷାକ ତ କେତେବେଳେ ଅଜବ ଫ୍ୟାଶନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ସୋସିଆଲ ମିଡିଆ ସେନ୍‌ସେଶନ ଉର୍ଫି ଯାଦବ। ହେଲେ ଏଥିପାଇଁ ଅନେକ ସମୟରେ ତାଙ୍କୁ ଟ୍ରୋଲିଂର ଶିକାର ହେବାକୁ ପଡେ। ଏବେ ସେଭଳି କିଛି ଘଟଣା ଘଟିଛି। ବିଗ୍‌ବସ୍‌ ଫେମ୍‌ ହିନ୍ଦୁସ୍ତାନୀ ଭାଉ ଉର୍ଫିଙ୍କୁ ତାଙ୍କର ପୋଷାକ ଲାଗି ଧମକ ଦେଇଛନ୍ତି।

ଏକ ଭିଡିଓ ଜାରି କରି ଉର୍ଫିଙ୍କୁ ଭାଉ ଧମକ ଦେଇଥିଲେ। ସେ ଯଦି ଅଶ୍ଳିଳ ପୋଷାକ ପିନ୍ଧିବା ନ ବନ୍ଦ କରନ୍ତି ତେବେ ସେ ତାଙ୍କୁ ଠିକ୍‌ କରିଦେବେ ବୋଲି କହିଥିଲେ। ଏହାର ଭିଡିଓ ଉର୍ଫି ନିଜର ଇନଷ୍ଟାଗ୍ରାମରେ ଶେୟାର କରିବା ସହ ସେ ତାଙ୍କୁ ଡରନ୍ତି ନାହିଁ ବୋଲି ଶୁଣାଇଦେଇଛନ୍ତି। ଏପରିକି ଉର୍ଫି ହିନ୍ଦୁସ୍ତାନୀ ଭାଉଙ୍କୁ ଦୋମୁହଁା ମଣିଷ ବୋଲି କହିବାକୁ ପଛାଇ ନାହାନ୍ତି।

ପ୍ରଥମେ ସେ ତାଙ୍କ ସହାୟତା କରିବାକୁ ଚାହୁଁଥିଲେ। ଏହାକୁ ମନା କରିବା ପରେ ଅଭିନେତ୍ରୀଙ୍କ ପଛରେ ସେ ପଡ଼ିଯାଇଥିବା ଉର୍ଫି କହିଛନ୍ତି। ହେଲେ ତାଙ୍କ ମନ ଯାହା ହେବ ତାହା ସେ ପିନ୍ଧିବେ। ଲୋକଙ୍କ ଧମକରୁ ତାଙ୍କୁ ଫରକ ପଡ଼ୁନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri