ଉର୍ଫିଙ୍କ ପ୍ରଶଂସାରେ ଶତମୁଖ ହେଲେ ଅନ୍ତର୍ଜାତୀୟ ଫ୍ୟାଶନ ଡିଜାଇନର

ବମ୍ବେ: ନିଜର ଅଜବ ଡ୍ରେସ୍‌ ପରିଧାନକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି ବିଗ୍‌ ବସ୍‌ ଫେମ୍‌ ଉର୍ଫି ଜାଭେଦ। ସେ କେବେ ସେପ୍ଟିପିନ୍‌ ତ କେବେ ଭଙ୍ଗା କାଚ, କେବେ ଚେନ୍‌, ନଚେତ କିଛି ଅଦରକାରୀ ଜିନିଷକୁ ନେଇ ନିଜର ପୋଷାକ ଡିଜାଇନ୍‌ କରିଥାନ୍ତି। ଏହାକୁ ନେଇ ତାଙ୍କୁ ଟ୍ରୋଲ ମଧ୍ୟ କରାଯାଇଥାଏ। ହେଲେ ଏବେ ତାଙ୍କର ଚର୍ଚ୍ଚା ଅନ୍ତର୍ଜାତୀୟସ୍ତରରେ ହେବାରେ ଲାଗିଲାଣି। ଖ୍ୟାତନାମା ବ୍ରିଟିଶ-ଆମେରିକୀୟ ଫ୍ୟାଶନ ଡିଜାଇନର ହ୍ୟାରିସ ରିଡ ଉର୍ଫିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ନିକଟରେ ଉର୍ଫି ହ୍ୟାରିସଙ୍କଠାରୁ ପ୍ରଭାବିତ ହୋଇ ଏକ ପୋଷାକ ପିନ୍ଧିଥିଲେ। ଏହାକୁ ନେଇ ହ୍ୟାରିସ ପ୍ରଶଂସା କରି କହି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଏହା ଏବେ ବେଶ ଭାଇରାଲ ହେଉଛି।

Y’all Harris Reed is obsessed with Urfi Javed pic.twitter.com/2X23ZZzJ3D

— kris & kshmya lomls (@aaravbhishek) June 13, 2022


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?