ସଂସ୍କାରି ଲୁକ୍‌ରେ ଇଦ୍ ପାଳନ କଲେ ଉର୍ଫି

ମୁମ୍ବାଇ: ସବୁବେଳେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରୁହନ୍ତି ଅଭିନେତ୍ରୀ ଉର୍ଫି ଜାଭେଦ । ଏହାର କାରଣ ହେଉଛି ତାଙ୍କ ଅଦ୍ଭୁତ ଡ୍ରେସିଂ ସେନ୍ସ । କେବେ କେବେ ସେ ସମ୍ପୂର୍ଣ୍ଣ ବୋଲ୍ଡ ହୋଇଯାଆନ୍ତି ତ ପୁଣି କେବେ ଏକଦମ ସଂସ୍କାରି ଲୁକ୍‌ରେ ନଜର ଆସନ୍ତି ଉର୍ଫି । ଏଥର ବି ସେ ତାଙ୍କ ଲୁକ୍‌କୁ ନେଇ ଆସିଛନ୍ତି ଚର୍ଚ୍ଚାକୁ । ଏଥର ଅଭିନେତ୍ରୀ ଶାଢି ପିନ୍ଧି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଏବେ ସେ ସୋସିଆଲ ମିଡିଆରେ ଏକ ଭଡିଓ ଶେୟାର କରିଛନ୍ତି ଯାହାକୁ ଦେଖିବା ପରେ ଯେ କେହି ତାଙ୍କ ଦିୱାନା ପାଲଟି ଯାଇଛନ୍ତି ।
ସୂଚନାଯୋଗ୍ୟ, ବୋଲ୍ଡ ଡ୍ରେସ୍ ଛାଡି ଏଥର ଉର୍ଫି ଶାଢି ପିନ୍ଧି ଇଦ୍ ପାଳନ କରିଥିବା ଦେଖାଯାଇଛି । ଇଦ ଅବସରରେ ଉର୍ଫିଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ତେହେଲକା ମଚାଇଛି । ଭିଡିଓରେ ଉର୍ଫି ଶାଢି ପିନ୍ଧି ଇଦ୍ ଗୀତରେ ଡ୍ୟାନ୍ସ କରୁଥିବା ନଜର ଆସିଛି । ଏହାସହ ଓ କ୍ୟାପଶନରେ ଲେଖିଛନ୍ତି, ଆପଣ ସମସ୍ତଙ୍କୁ ଇଦ୍ ମୁବାରକ, ଏହି ସୁନ୍ଦର ଗୀତ ସହ ।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri