ବିମାନରେ ଅସଦାଚରଣର ଶିକାର ହେଲେ ଉର୍ଫି

ବମ୍ବେ: ବିମାନରେ ଅସଦାଚରଣର ଶିକାର ହୋଇଛନ୍ତି ଅଭିନେତ୍ରୀ ତଥା ଅଜବ ଫ୍ୟାଶନକୁ ନେଇ ଚର୍ଚ୍ଚାରେ ରହୁଥିବା ଉର୍ଫି ଜାଭେଦ। ସେ ଏନେଇ ଇନ୍‌ଷ୍ଟାଗ୍ରାମ ଷ୍ଟୋରୀରେ ଜଣାଇଛନ୍ତି। ମୁମ୍ବାଇରୁ ଗୋଆ ଫେରୁଥିବା ବେଳେ ନିଶାରେ ଥିବା କିଛି ଯୁବକ ଏଭଳି କାଣ୍ଡ କରିଥିବା ସେ କହିଛନ୍ତି।

ଯୁବକମାନେ ଖରାପ ଭାଷା ବ୍ୟବହାର କରିବା ସହ ତାଙ୍କ ନାଁ ବାରମ୍ବାର ନେଉଥିଳେ। ତାଙ୍କୁ ରୋକିବାକୁ ଚେଷ୍ଟା କରିଥିଲେ ହେଁ ସେମାନଙ୍କର ଜଣେ ବନ୍ଧୁ ନିଶାରେ ଥିବା କହିଥିଲେ। ନିଶାରେ ଥିଲେ ଜଣେ ମହିଳାଙ୍କୁ ଅସଦବ୍ୟବହାର କରିହେବ ବୋଲି ବାହାନା କରିବା ଭୁଲ। ସେ ପବ୍ଲିକ୍‌ ଫିଗର ହୋଇଥାଇପାରନ୍ତି, ମାତ୍ର ପବ୍ଲିକ୍‌ ପ୍ରପର୍ଟି ନୁହନ୍ତି ବୋଲି ଉର୍ଫି ଭିଡିଓ ଶେୟାର କରି କହିଛନ୍ତି।

ଉର୍ଫିଙ୍କ ପୋଷ୍ଟ ପରେ ପ୍ରଶଂସକମାନେ ତାଙ୍କ ସମର୍ଥନ କରୁଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri