ନିର୍ଯାତନା ଦେଉଥିଲେ ବାପା,ଏଭଳି ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଉର୍ଫି

ମୁମ୍ବାଇ: ଅଭିନେତ୍ରୀ ଉର୍ଫି ଜାଭେଦଙ୍କୁ କିଏ ବା ନ ଜାଣେ। ନିଜର ଫ୍ୟାଶନ୍‌କୁ ନେଇ ସବୁଆଡେ ଚର୍ଚ୍ଚାରେ ରୁହନ୍ତି। ଅନେକ ସମୟରେ ଏଥିପାଇଁ ଟ୍ରୋଲର ମଧ୍ୟ ଶିକାର ହେବାକୁ ପଡିଛି। ତଥାପି, ତାଙ୍କ ଉପରେ କୌଣସି ପ୍ରଭାବ ପଡେନାହିଁ। ହେଲେ ଏକ ସମୟରେ ସେ ବହୁତ ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି। ନିକଟରେ ଏକ ସାକ୍ଷାତକାରରେ ନଜର ଆସିଥିଲେ। ଯେଉଁଥିରେ ସେ ତାଙ୍କ ବାପାଙ୍କ ବିଷୟରେ ଅନେକ ଆଶ୍ଚର୍ଯ୍ୟଜନକ କଥା କହିଛନ୍ତି। ଉର୍ଫି କହିଛନ୍ତି, ମୋ ବାପା ମୋତେ ଦୁଇ ବର୍ଷ ଧରି ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ। ଯେତେବେଳେ ଏକାଦଶରେ ପଢୁଥିଲି, କେହି ଜଣେ ମୋ ଫଟୋକୁ ଆଡଲ୍ଟ ସାଇଟରେ ରଖିଥିଲେ, ଯାହା ପରେ ପରିବାର ସଦସ୍ୟ ମଧ୍ୟ ସମର୍ଥନ କରି ନ ଥିଲେ। ଏହା ମୋ ପାଇଁ ଅତ୍ୟନ୍ତ କଠିନ ସମୟ ଥିଲା, କାରଣ ସେହି ସମୟରେ ପରିବାରର କୌଣସି ସମର୍ଥନ ନ ଥିଲା। ଏଥିସହ ମୋତେ ପର୍ଣ୍ଣ ଷ୍ଟାର ମଧ୍ୟ କୁହାଯାଉଥିଲା। ସେ ଆହୁରି ମଧ୍ୟ କହିଛନ୍ତି, ଲୋକମାନେ ମୋତେ ଖରାପ କରି ଡାକନ୍ତି। ମୋର କିଛି କହିବାର ସ୍ବାଧୀନତା ନ ଥିଲା। ୧୭ ବର୍ଷ ଧରି ମୋତେ କୁହାଯାଇଥିଲା କି ପୁରୁଷ ଯାହା କୁହନ୍ତି ତାହା ଠିକ୍‌ , ଝିଅମାନେ କିଛି କହିପାରିବେ ନାହିଁ। । ମୁଁ ଜାଣି ନ ଥିଲି ମୋର ନିଜର ବି ସ୍ବର ଅଛି। ଯେତେବେଳେ ମୁଁ ମୋ ଘର ଛାଡି ବାହାରକୁ ଆସିଲି,ବଞ୍ଚିବା ପାଇଁ ମୋତେ ବହୁତ ସମୟ ଲାଗିଲା କିନ୍ତୁ ବର୍ତ୍ତମାନ ମୋର ବ୍ୟକ୍ତିତ୍ୱ ସାମ୍ନାକୁ ଆସିଛି ,ଯାହାକୁ ମୁଁ ବର୍ତ୍ତମାନ ଆଉ ରୋକିବିନି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…

୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ

କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର…

ମୁଖ୍ୟମନ୍ତ୍ରୀ ଥଲାପତି ବିଜୟଙ୍କୁ ସୁପ୍ରିମକୋର୍ଟଙ୍କ ଜୋରଦାର ଝଟ୍‌କା! ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ଏମ. କେ. ଷ୍ଟାଲିନ ସରକାରଙ୍କ ପରେ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଜୋସେଫ ସରକାର ମଧ୍ୟ ରାଜ୍ୟର ଥିରୁପରନକୁନ୍ଦ୍ରମ ପାହାଡ଼ରେ ପବିତ୍ର ଦୀପ ପ୍ରଜ୍ୱଳନ ବିରୋଧରେ…

ଖର୍ଚ୍ଚ ବଢୁଛି, ଲାଭ ପାଉନାହାନ୍ତି ଚାଷୀ: ଆର୍ଥିକ ସ୍ଥିତି ଦିନକୁ ଦିନ ସଙ୍କଟାପନ୍ନ

ପଦ୍ମପୁର, ୪ା୮(ପ୍ରଦୀପ୍ତ ଦାଶ):କୃଷି କାର୍ଯ୍ୟରେ ବ୍ୟବହୃତ ବିଭିନ୍ନ ସାମଗ୍ରୀର ଅହେତୁକ ଦରବୃଦ୍ଧି ଏବଂ ସରକାରୀ ପ୍ରକ୍ରିୟାର ଜଟିଳତା ଯୋଗୁ ଅଞ୍ଚଳର ଚାଷୀମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଛନ୍ତି।…

ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ…

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ, ଷ୍ଟାଲିନଙ୍କ ବିରୋଧରେ NCWରେ ଅଭିଯୋଗ କଲା TVK

ନୂଆଦିଲ୍ଲୀ,୪।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିରୁଦ୍ଧରେ ଜାତୀୟ ମହିଳା ଆୟୋଗ (NCW)ରେ ଅଭିଯୋଗ ଦାଖଲ କରିଛି ଥଲାପତି ବିଜୟଙ୍କ ପାର୍ଟି TVK । ତଞ୍ଜାଭୁରରେ…

ଅତ୍ୟଧିକ ଆତ୍ମବିଶ୍ୱାସ ଭାଜପାକୁ ପଡିଲା ମହଙ୍ଗା! ଶୋଚନୀୟ ପରାଜୟ ପରେ ମୁହଁ ଖୋଲିଲେ ନୀତିନ ନବୀନ, କହିଲେ…

ପାଟନା,୪।୮: ଦେଶର ତିନୋଟି ରାଜ୍ୟର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ସୋମବାର ପ୍ରକାଶ ପାଇଛି। ବିହାରର ବାଙ୍କିପୁର ଏବଂ ମଧ୍ୟପ୍ରଦେଶର ଦାତିଆ ଆସନରେ ଅନୁଷ୍ଠିତ ଉପନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri