Advertisement

ଭୋଟ ବର୍ଜନ ନିଷ୍ପତ୍ତି ପରେ ତତ୍ପରତା

ପଦ୍ମପୁର,୧୧।୧୧(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ବ୍ଲକ ବଇଦପାଲି ଗ୍ରାମବାସୀ ରାସ୍ତା ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ କରିବାକୁ ଚେତାବନୀ ଦେବା ପରେ ପ୍ରଶାସନ ତତ୍ପର ହୋଇପଡିଛି। ଗୁରୁବାର ରାଜବୋଡାସମ୍ବର ବିଡ଼ିଓ ବିଶ୍ୱନାଥ ସାହୁ ବଇଦପାଲିରେ ପହଞ୍ଚତ୍ ରାସ୍ତା ନିରୀକ୍ଷଣ କରି ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି। ଉକ୍ତ ରାସ୍ତାଟି ପଞ୍ଚାୟତ ଅଧୀନରେ ରହିଛି। କିନ୍ତୁ ନୂଆପାଲି କ୍ଷୁଦ୍ର ଜଳସେଚନ ବିଭାଗ ପୋଖରୀ ଖୋଲିବା ସମୟରେ ମାଟି ଖୋଳି ରାସ୍ତା ଉପରେ ପକାଇଥିବାରୁ ରାସ୍ତା ତିଆରି ସମ୍ଭବ ହୋଇପାରୁନାହିଁ। ବିଡ଼ିଓ ଉକ୍ତ ବିଭାଗ ସହ ଆଲୋଚନା କରି ରାସ୍ତା ତିଆରି ପାଇଁ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଅନନ୍ତ ପଟେଲ, ଶତ୍ରୁଘ୍ନ ନେଟୀ, ଈଶ୍ୱର ନେଟୀ, ପଞ୍ଚାନନ ନେଟୀ, ଅଶ୍ୱିନୀ ଧରୁଆ, ଦିବ୍ୟ ସାହୁ, ଠାକୁର ନେଟୀ ଓ ଅନ୍ୟମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗ୍ରାରେ ଅଛନ୍ତି ଉତ୍ତମ ପଣ୍ଡା; ଫେରିବା ପରେ ଜଣାପଡ଼ିବ ସତ

ବାଲେଶ୍ୱର ଅଫିସ,୨୯।୧: ଚିଠି ଲେଖି ଘର ଛାଡ଼ି ପଳାଇଥିବା ଉତ୍ତମ କୁମାର ପଣ୍ଡା ଫେରିବେ। ତାଙ୍କୁ ନୂଆଦିଲ୍ଲୀ ପୋଲିସ ଉତ୍ତରପ୍ରଦେଶର ଆଗ୍ରା ସହରରୁ ଉଦ୍ଧାର କରିଛି।...

୧୦ହଜାର ଟଙ୍କା ଲାଞ୍ଚ ନେଇ ସେସୁ କିରାଣି ଗିରଫ: ସହଯୋଗ କରିଥିବା ପାନଦୋକାନୀ ମଧ୍ୟ ବନ୍ଧାହେଲେ

ପୁରୀ ଅଫିସ/କଣାସ, ୫ା୧୧(ଡି.ଏନ୍‌.ଏ):  ପୁରୀ ଜିଲା କଣାସ ବ୍ଲକ ବିଦ୍ୟୁତ୍‌ ବିଭାଗ ସେସୁ ଅଧୀନରେ କାର୍ଯ୍ୟରତ କିରାଣି ସୁରେନ୍ଦ୍ର ନାୟକ ସୋମବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି।...

ବଜ୍ରପାତ ନେଲା ୨ ଜୀବନ

ପାଟଣା/ଢେଙ୍କିକୋଟ,୯।୬(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲାରେ ଗୁରୁବାର ସନ୍ଧ୍ୟାରେ ବଜ୍ରପାତ ଘଟି ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ଘସିପୁରା ଥାନା ରାଇଘାଟି...

ଚୋରାରେ ପିଗ୍‌ ଆଇରନ କିଣି ଗିରଫ ହେଲେ ଶିଳ୍ପପତି

ଯାଜପୁର ଅଫିସ, ୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ କାରଖାନାରୁ ଛତିଶଗଡ଼ ଯାଉଥିବା ପିଗ୍‌ ଆଇରନକୁ ଚୋରାରେ କିଣି ରାରକେଲାର ଜଣେ ଶିଳ୍ପପତି ଯାଜପୁର...

ହାଟଡିହୀ ବ୍ଲକ ବିଡିଓ ସୁଶାନ୍ତ ବାରିକଙ୍କ ବଦଳି

ହାଟଡିହୀ,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବିଡିଓ ସୁଶାନ୍ତ କୁମାର ବାରିକଙ୍କ ଅନ୍ୟତ୍ର ବଦଳି ହୋଇଛି। ସୋମବାର ପଞ୍ଚାୟତିରାଜ ବିଭାଗ ତରଫରୁ ଚିଠି ନଂ.୨୦୫୮୪ ଅନୁଯାୟୀ ପ୍ରକାଶିତ...

ଚାଷୀର ମୁଡ଼େ ଚଡକ୍‌: ମକା ଫସଲରେ ବିଦେଶୀ ପୋକ୍‌

ଭବାନୀପାଟଣା,୮।୮(ଡି.ଏନ.ଏ.):  କଳାହାଣ୍ଡି ଜିଲାରେ ଆମେରିକୀୟ ପୋକ୍‌ ଫଲ୍‌ ଆର୍ମି ଓ୍ବର୍ମର (ଏଫ୍‌ଏଡ୍‌ବ୍ଲ୍ୟୁ) ଦେଖାଦେଇଛେ। ଆମେରିକାରେ ଦେଖାଯାଉଥିବାର ଇ ପୋକ୍‌ ଗଲା ବଛର ଦେଶର କେତେ ରାଏଜ୍‌ରେ...

ସତ୍ୟପାଠ ଦାଖଲ କଲା ରାଜ୍ୟ ପରିବହନ ବିଭାଗ

କଟକ ଅଫିସ,୧ା୧୧:ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ମାମଲାରେ ସୋମବାର ରାଜ୍ୟ ପରିବହନ ବିଭାଗ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ବିଭିନ୍ନ କାରଣରୁ ହାଇସିକ୍ୟୁରିଟି ନମ୍ବର ପ୍ଲେଟ...

ମିଳୁନି ବସ୍ତା, ଲୋଡିଂ ବାବଦ ଟଙ୍କା

ତିର୍ତ୍ତୋଲ, ୨୨।୧ (ଡି.ଏନ୍‌.ଏ.):ମଣ୍ଡିରେ ଧାନ ବିକ୍ରି କରୁଥିବା ଚାଷୀଙ୍କୁ ବସ୍ତା ଯୋଗାଇ ଦିଆଯିବ ବୋଲି ଚଳିତବର୍ଷ ରାଜ୍ୟ ସରକାର ଘୋଷଣା କରିଥିଲେ। ମିଲରମାନେ ଏ ନେଇ...

Advertisement
Archives

Model This Week