ଆସ୍ଥା ହରାଇବା ପରେ ତତ୍ପରତା

ନୂଆଦିଲ୍ଲୀ,୨୪ା୫: ଦେଶବାସୀ କରୋନା ମହାମାରୀ ସହ ଯୁଝୁଥିବାବେଳେ ଭାଜପା ନେତାମାନଙ୍କ ଦେଖା ମିଳୁନାହିଁ। ଏଥିଯୋଗୁ କେନ୍ଦ୍ର ତଥା ଅନେକ ରାଜ୍ୟରେ କ୍ଷମତାସୀନ ଭାଜପା ପ୍ରତି ଲୋକଙ୍କ ଆସ୍ଥା ତୁଟିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ କଷ୍ଟ ଯନ୍ତ୍ରଣା ସମୟରେ ସେମାନଙ୍କ ସହ ଛିଡ଼ା ହେବା ପାଇଁ ଦଳୀୟ ନେତାଙ୍କୁ ଭାଜପା ପରାମର୍ଶ ଦେଇଛି। କୋଭିଡ୍‌-୧୯ର ଦ୍ୱିତୀୟ ଲହରରେ ସଂକ୍ରମିତଙ୍କୁ ସହାୟତା ଦେବାରେ ଭାଜପା ନେତାମାନଙ୍କ ତତ୍ପରତା ଦେଖିବାକୁ ମିଳୁ ନାହିଁ। ଚାରିଆଡ଼ୁ ସମାଲୋଚିତ ହେବା ପରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଭୁଲ୍‌ ସୁଧାରିବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ଭାଜପା ଶାସିତ ରାଜ୍ୟଗୁଡ଼ିକର ସରକାରଙ୍କୁ ନଡ୍ଡା ଏକ ପତ୍ର ଲେଖିଛନ୍ତି। ମେ’ ୩୦ରେ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ ୭ ବର୍ଷ ପୂରିବାକୁ ଯାଉଥିବାବେଳେ ଏହି ଅବସରରେ କୌଣସି ଉତ୍ସବ ପାଳନ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଦଳୀୟ କର୍ମୀମାନେ ନିଜକୁ ସମାଜସେବାରେ ଉତ୍ସର୍ଗ କରିବା ଆବଶ୍ୟକ। ଭାଜପାକୁ ୭ ବର୍ଷ ହେଲା କ୍ଷମତାରେ ବସାଇଥିବାରୁ ଜନସାଧାରଣଙ୍କୁ ଧନ୍ୟବାଦ ଦିଆଯିବା ଉଚିତ। ସେହିପରି ମହାମାରୀରେ ନିଜ ମା’ବାପାଙ୍କୁ ହରାଇଥିବା ଅନାଥ ପିଲାମାନଙ୍କୁ ସହାୟତାର ହାତ ବଢ଼ାଇବା ପାଇଁ ଭାଜପା ଶାସିତ ରାଜ୍ୟଗୁଡ଼ିକ ଏହି ଅବସରରେ ଏକ ଯୋଜନା ଆରମ୍ଭ କରନ୍ତୁ ବୋଲି ନଡ୍ଡା ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ନଡ୍ଡା ଗତ ୪ ଦିନ ମଧ୍ୟରେ ୩୧୭ ଭାଜପା ଏମ୍‌ପିଙ୍କ ସହ ଆଲୋଚନା କରିଛନ୍ତି। ନଡ୍ଡାଙ୍କ ଏହି ଚିଠି ରବିବାର ଭାଜପାର ମୂଳଲକ୍ଷ୍ୟ ‘ସେବା ହିଁ ସଙ୍ଗଠନ’କୁ ସ୍ମରଣ କରାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri