ତୁର୍କୀ ଭୂକମ୍ପର ଭବିଷ୍ୟବାଣୀ କରିଥିବା ବିଶେଷଜ୍ଞ କହିଲେ ଏଥର ପାଳି ଭାରତ, ପାକିସ୍ତାନର

ଆମଷ୍ଟରଡାମ,୧୦ ।୨: ତୁର୍କୀ ଓ ସିରିଆରେ ଆସିଥିବା ବିନାଶକାରୀ ଭୂକମ୍ପରେ ଏବେ ପର୍ଯ୍ୟନ୍ତ ୨୦ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଘୋଷଣା କରାଯାଇଛି । ତେବେ ଏହ ଭୂକମ୍ପର ଭବିଷ୍ୟବାଣୀ କରିଥିବା ଡଚର ବିଶେଷଜ୍ଞ ଫ୍ରେକ ହୋଗରବିଟ୍‌ସ ଏବେ ଘୋଷଣା କରିଛନ୍ତି ଆଗାମୀ ପାଳି ଏସିଆ ଦେଶର । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ ଫ୍ରେକ ହୋଗରବିଟସଙ୍କୁ ଏକ ବଡ ଭୂକମ୍ପର ଭବିଷ୍ୟବାଣୀ କରୁଥିବା ଦେଖାଯାଇଛି । ହୋଗରବିଟସ କହିଛନ୍ତି ଏସିଆ ଦେଶ ତୁର୍କୀ ଭଳି ଭୂକମ୍ପ ଅଥବା ପ୍ରାକୃତିକ ବିପଦର ସାମ୍ନା କରିବାକୁ ଯାଉଛି । ହୋଗରବିଟସଙ୍କ ଅନୁଯାୟୀ, ପରବର୍ତ୍ତି ଭୂକମ୍ପ ଆଫଗାନିସ୍ତାନରୁ ଆରମ୍ଭ ହେବ ଓ ଅନ୍ତତଃ ପାକିସ୍ତାନ ଓ ଭାରତକୁ ଅତିକ୍ରମ କରିବା ପରେ ହିନ୍ଦ ମହାସାଗରରେ ଶେଷ ହେବ ।

ମହମ୍ମଦ ଇବ୍ରାହିମ ନାମକ ଜଣେ ଟୁଇଟର ୟୁଜର ଏହି ତଥ୍ୟ ଶେୟାର କରି କହିଛନ୍ତି, ଡଚ ବିଶେଷଜ୍ଞ ଫ୍ରାଙ୍କ ହୁଗରବିଟସ, ଯେ କି ୩ ଦିନ ପୂର୍ବରୁ ତୁର୍କୀ ଓ ସିରିଆରେ ଭୂକମ୍ପର ଭବିଷ୍ୟବାଣୀ କରିଥିଲେ, ସେ ପୁଣିଥରେ ଏକ ବଡ ଭୂକମ୍ପ ପାଇଁ ଭୂକମ୍ପିୟ ଗତିବିଧିର ଭବିଷ୍ୟବାଣୀ କରିଛନ୍ତି । ଏଥର ଏହା ଆଫଗାନିସ୍ତାନରୁ ଆରମ୍ଭ ହେବ ଓ ହିନ୍ଦ ମହାସାଗରରେ ପହଞ୍ଚିବା ପୂର୍ବରୁ ଭାରତ ଓ ପାକିସ୍ତାନ ଦେଇ ଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?