ଉର୍ମିଳା କିଣିଲେ ୩ କୋଟି ଟଙ୍କାର ଅଫିସ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ର।।ୱତ କାହା ଉପରେ ବର୍ଷିବାକୁ ହେଲେ ସେ କିଛି ଦେଖନ୍ତି ନାହିଁ । ଏମିତିକି ସେଲିବ୍ରିଟିଠାରୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ କଙ୍ଗନା ଏବେ ସମସ୍ତଙ୍କୁ କିଛି ନା କିଛି ଶୁଣାଉଛନ୍ତି । ଏଥର ସେ ଅଭିନେତ୍ରୀ ତଥା ଶିବସେନା ନେତା ଉର୍ମିଳା ମାତୋଣ୍ଡକରଙ୍କୁ ଟାର୍ଗେଟ କରିଛନ୍ତି । ଉର୍ମିଳା ଓ କଙ୍ଗନାଙ୍କ ମଧ୍ୟରେ ବିବାଦ ବହୁ ପୁରୁଣା । ହେଲେ ଗତ କିଛି ସପ୍ତାହ ହେବ କଙ୍ଗନା ନିରନ୍ତର ଭାବେ ଉର୍ମିଳାଙ୍କୁ ଟାର୍ଗେଟ କରି ଆସୁଛନ୍ତି । ନିକଟରେ କଂଗ୍ରେସ ଛାଡି ଶିବସେନାରେ ସାମିଲ ହୋଇଥିବା ଉର୍ମିଳା ଏକ ନୂଆ ଅଫିସ ଘର କିଣିଛନ୍ତି । ଯାହାର ମୂଲ୍ୟ ରହିଛି ୩ କୋଟି ଟଙ୍କା । ଏହାକୁ ନେଇ କଙ୍ଗନା କହିଛନ୍ତି ଭାରତୀୟ ଜନତା ପାଟିଁ(ଭଜପା)ଠାରୁ କୌଣସି ଲାଭ ନାହିଁ । ହେଲେ ଉର୍ମିଳାଙ୍କୁ କଂଗ୍ରେସ ଦଳ ଯୋଗୁ ଭଲ ଲାଭ ମଳିଲା । ଏହାସହ କଙ୍ଗନା ଲେଖିଛନ୍ତି ମୁଁ ମୋ ନିଜ ଅର୍ଜିତ ଅର୍ଥରେ ଘର କିଣିଥିଲି ହେଲେ ଏବେ କଂଗ୍ରେସ ଏହାକୁ ଭାଙ୍ଗି ଦେଉଛି । ଭାଜପାକୁ ପ୍ରସନ୍ନ କରିବାକୁ ମୋ ହାତରେ କେବଳ ୨୦-୫୦ ମାମଲ ରହିଛି । ମୁଁ ଯଦି ସେତିକି ଜ୍ଞାନି ହୋଇଥାଆନ୍ତି ତେବେ କଂଗ୍ରେସକୁ ପ୍ରସନ୍ନ କରି ପାରି ଥାଆନ୍ତି । ହେଲେ ମୁଁ ସବୁଠାରୁ ବଡ ବୋକା ବୋଲି କହିଛନ୍ତି କଙ୍ଗନ । ନଚେତ୍ ମୁଁ ଭର୍ମିଳାଙ୍କ ଭଳି ୩ କୋଟିର ଘର କିଣି ପାରିଥାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ସଙ୍ଗୀତ ଜଗତରେ ଶୋକର ଛାୟା: ନୀରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri