ଉର୍ମିଳା ଗଞ୍ଜାମ ମହିଳା ବିଜେଡି ସଭାନେତ୍ରୀ

ଗଞ୍ଜାମ,୧୨।୧୦(ଡି.ଏନ.ଏ.): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ଏନ୍‌ଏସି ମହିଳା ସଭାନେତ୍ରୀ ଭାବେ ପୁଣି ଉର୍ମିଳା ପଲାଇ ମନୋନୀତ ହୋଇଛନ୍ତି। ଏଥିପାଇଁ ସେ ଗଞ୍ଜାମ ଜିଲା ବିଜେଡି ସଭାପତି ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କୁ କୃତଜ୍ଞତା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନହିତକର ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବି ବୋଲି ମହିଳା ସଭାନେତ୍ରୀ ନିଜ ପ୍ରତିକ୍ରିୟାରେ କହିଛନ୍ତି। ପ୍ରକାଶ ଯୋଗ୍ୟ, ମହିଳା ସଭାନେତ୍ରୀ ପଲାଇ ଦୁଇ ଦୁଇ ଥର ଏନ୍‌ଏସି ଅଧ୍ୟକ୍ଷା ଓ ଉପାଧ୍ୟକ୍ଷା ଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ମୋ ଉପରେ ଯେଉଁ ଆସ୍ଥା ପ୍ରକଟ କରି ଏହି ଦାୟିତ୍ୱ ଦେଇଛନ୍ତି ମୁଁ ତାହା ସୁଚାରୁରୂପେ ତୁଲାଇବାକୁ ଚେଷ୍ଟା କରିବେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ନିଶା ଅପବ୍ୟବହାର, ଅବୈଧ ଚାଲାଣ ନିରୋଧ ଦିବସ

ଭବାନୀପାଟଣା,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ପ୍ରଶାସନର ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓ ଅବକାରୀ ବିଭାଗ ପକ୍ଷରୁ ଭବାନୀପାଟଣାଠାରେ ବୁଧବାର ଅନ୍ତର୍ଜାତୀୟ ନିଶା...

ଭୋକିଲା ରୋଗୀ, ଗରିବଙ୍କୁ ଦେଲେ ଖାଦ୍ୟ

ବଲାଙ୍ଗୀର ଅଫିସ, ୨୮ା୩ – କରୋନା ସଂକ୍ରମଣକୁ ନେଇ ଗାଁ, ସହର ଲକ୍‌ ଡାଉନ୍‌ ଥିବାବେଳେ ସବୁଠୁ ଅସହାୟ ହୋଇପଡିଛନ୍ତି ମାନସିକ ରୋଗୀ, ବୁଲା ଭିକାରୀ...

ଦାରିଙ୍ଗବାଡ଼ିରେ କୋହଲା ପାଗ :ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୨ଦିନ ହେଲା କୋହଲା ପାଗ ସାଙ୍ଗକୁ ଦିନରେ ଶୀତ ବୃଦ୍ଧି ପାଇଛି। ସୋମବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ...

ହାଟରେ ମାସ୍କ ବାଣ୍ଟି ସଚେତନତା

ଖୋର୍ଦ୍ଧା ଅଫିସ,୧୧ା୪: ମେଳଣ ପଡ଼ିିଆ ପରିବା ହାଟରେ ଶୁକ୍ରବାର ଗୁରୁଜଙ୍ଗ ଗ୍ରାମ୍ୟ କମିଟି ପକ୍ଷରୁ ମାସ୍କ, ଡେଟଲ, ସାନିଟାଇଜର ଆଦି ବଣ୍ଟାଯିବା ସହ କରୋନା ଭୂତାଣୁ...

୧୪୪ ଧାରା ଭାଙ୍ଗି ଶ୍ରଦ୍ଧାଳୁଙ୍କ ବାରୁଣୀ ବୁଡ଼

ଯାଜପୁର ଟାଉନ,୩୦।୩(ଡି.ଏନ.ଏ.): ଯାଜପୁର ଦଶାଶ୍ୱମେଧ ଘାଟଠାରେ ବାରୁଣୀ ବୁଡ଼ ପାଇଁ ମାର୍ଚ୍ଚ ୨୯ ଓ ୩୦ ତାରିଖ ୨ଦିନ ଥିବାବେଳେ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ...

ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନ: ପ୍ରସ୍ତାବରେ ସୀମିତ ରେଲୱେ ଡିିଭିଜନ

ଯାଜପୁର ଅଫିସ,୭ା୮: ଯାଜପୁର ଜିଲାର ଅନ୍ୟତମ ପୌର ପରିଷଦ ବ୍ୟାସନଗର ଓ ଏହାର ପାରିପାର୍ଶ୍ୱିକ ବିକାଶ କେବଳ ପ୍ରତିଶ୍ରୁତିରେ ସୀମିତ ରହିଛି। ଏକାଧିକ ପ୍ରକଳ୍ପ ଅଧାରେ...

କାମ ସରିନି, ରାସ୍ତାରୁ ପିଚୁ ଉଠିଲାଣି

ମୋରଡ଼ା,୩୦।୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତର ପୁରୁଣାପାଣି-ଗଡ଼ିିଗଁା ରାସ୍ତାକାମ ନିମ୍ନମାନର ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ନିର୍ମାଣ କାର୍ଯ୍ୟ ନ ସରୁଣୁ ରାସ୍ତାରୁ...

ଭାଜପା ଛାଡିଲେ ବିଶ୍ୱରଞ୍ଜନ

ଯାଜପୁର ଅଫିସ/ବରୀ, ୨୦।୧୦: ଯାଜପୁର ଜିଲାରେ ଭାଜପାର ସାଙ୍ଗଠନିକ ସ୍ଥିତି କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଧର୍ମଶାଳା ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ତୁଷାର...

Advertisement
Archives

Model This Week