Advertisement

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ଅଭିନେତ୍ରୀ

ଜମ୍ମୁ,୨୪।୧: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଭାରତ ଯୋଡୋ ଯାତ୍ରାରେ ମଙ୍ଗଳବାର ବଲିଉଡ ଅଭିନେତ୍ରୀ ତଥା ରାଜନେତ୍ରୀ ଉର୍ମିଲା ମାତୋଣ୍ଡକର ସାମିଲ ହୋଇଛନ୍ତି। ଭାରତ ଯୋଡୋ ଯାତ୍ରା ମଙ୍ଗଳବାର ସକାଳେ ଜମ୍ମୁର ନାଗ୍‌ରୋଟା ସହରରୁ ଆରମ୍ଭ ହୋଇଥିଲା। ଉର୍ମିଲା ମାତୋଣ୍ଡକର କଡ଼ା ସୁରକ୍ଷାରେ ସକାଳ ପ୍ରାୟ ୮ଟା ବେଳେ ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ। ଏହି ସମୟରେ କଂଗ୍ରେସ କର୍ମୀ ଓ ସମର୍ଥକମାନେ ତାଙ୍କୁ ସ୍ବାଗତ କରିବା ପାଇଁ ରାସ୍ତା କଡ଼ରେ ଛିଡା ହୋଇଥିଲେ। ଅଭିନେତ୍ରୀ ପାରମ୍ପାରିକ କଶ୍ମୀର ଫେରେନ ଏବଂ ବିନି କ୍ୟାପ ପିନ୍ଧି ରାହୁଲ ଗାନ୍ଧୀଙ୍କ ଯାତ୍ରା କରିଥିଲେ। ବର୍ତ୍ତମାନ ରାହୁଲ ଗାନ୍ଧୀଙ୍କ ସହ ଉର୍ମିଲାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଐଶ୍ୱର୍ଯ୍ୟା, ପୋଷ୍ଟ ଶେୟାର କରି ଦେଲେ ସୂଚନା

ମୁମ୍ବାଇ: ଅଭିନେତ୍ରୀ ତଥା ନିର୍ଦ୍ଦେଶକ ଐଶ୍ୱର୍ଯ୍ୟା ରଜନୀକାନ୍ତ ଅସୁସ୍ଥ ହୋଇ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏ ନେଇ ଐଶ୍ୱର୍ଯ୍ୟା ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର...

ସ୍ତ୍ରୀଙ୍କୁ ପିଟୁଥିଲେ ଡିଜି: ନ୍ୟାୟ ମାଗିଲେ ପୁଅ

ଭୋପାଳ,୨୮।୯: ମଧ୍ୟପ୍ରଦେଶର ଭୋପାଳରେ ଜଣେ ଡିଜି ସ୍ତ୍ରୀଙ୍କୁ ନିର୍ମମ ଭାବେ ପିଟୁଥିବା ଭିଡିଓ ସୋସିଆଲ ଭାଇରାଲ ହୋଇଛି। ଏହି ଭିଡିଓଟି ସ୍ପେଶାଲ ଡିଜି ପରୁଷୋତ୍ତମ ଶର୍ମାଙ୍କ...

ଜାହ୍ନବୀଙ୍କଠୁ ବି ହଟ୍‌ ଶ୍ରୀଦେବୀଙ୍କ ଏହି ପାକିସ୍ତାନୀ ଝିଅ

ମୁମ୍ବାଇ: ଶ୍ରୀଦେବୀଙ୍କ ଫିଲ୍ମ ‘ମମ୍‌’ରେ ତାଙ୍କ ଝିଅ ଭୂମିକାରେ ଅଭିନୟ କରିଥିବା ପାକିସ୍ତାନୀ ଅଭିନେତ୍ରୀ ସାଜଲ ଅଲୀ ସୋସିଆଲ ମିଡିଆରେ ବେଶ୍‌ ଲୋକପ୍ରିୟ ଅଟନ୍ତି। ଇନ୍‌ଷ୍ଟାଗ୍ରାମରେ...

ଶଶି ଥରୁର କଂଗ୍ରେସର ଅତିଥି କଳାକାର: କଂଗ୍ରେସ ନେତା

ଥିରୁଭାନନ୍ତପୁରମ,୨୮।୮: କର୍ନାଟକ ପ୍ରଦେଶ କଂଗ୍ରେସ କମିଟି(କେପିସିସି)ର କାର୍ଯ୍ୟକାରୀ ଅଧ୍ୟକ୍ଷ ନିଜ ଦଳର ନେତା ଶଶି ଥରୁରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଶଶି କଂଗେଅସ ଦଳରେ...

ଜାତିଗତ ଜନଗଣନା: ନୀତୀଶ କହିଲେ ଆଶା କରୁଛୁ ପ୍ରଧାନମନ୍ତ୍ରୀ ଆମ କଥା ରଖିବେ

ନୂଆଦିଲ୍ଲୀ,୨୩ ।୮: ଜାତିଗତ ଜନଗଣନାକୁ ନେଇ ସୋମବାର ବିହାରର ୧୦ ରାଜନୈତିକ ଦଳର ୧୧ ଜଣ ବଡ ବଡ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି...

ପ୍ରଥମ ଥର ପାଇଁ ଡବଲ ରୋଲ୍‌ରେ ସିଦ୍ଧାର୍ଥ

୨୦୧୯ରେ ମୁକ୍ତିଲାଭ କରିଥିବା ସୁପରହିଟ୍‌ ତାମିଲ ଫିଲ୍ମ ‘ଥଣ୍ଡମ’ ର ହିନ୍ଦୀ ରିମେକ୍‌ ଖୁବ୍‌ଶୀଘ୍ର ନିର୍ମାଣ ହେବାକୁ ଯାଉଛି। ଏଥିରେ ପ୍ରମୁଖ ଚରିତ୍ରରେ ଅଭିନୟ କରିବେ...

ଅସୁସ୍ଥ ଅଛନ୍ତି ଗେହଲୋଟ, ପଞ୍ଜାବ-ଅଜମେର ଗସ୍ତ ହେଲା ବାତିଲ

ଜୟପୁର,୨୭।୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ଗତ କିଛି ଦିନ ଧରି ସେ ଅସୁସ୍ଥ ଅଛନ୍ତି । ମୁଖ୍ୟମନ୍ତ୍ରୀ ଅସୁସ୍ଥତା ସତ୍ତ୍ୱେ ଗୁରୁବାର...

ପୁଣିଥରେ ରାମ-ଲଖନଙ୍କୁ ନେଇ ଫିଲ୍ମ ତିଆରି କରିବେ ସୁଭାଷ

ମୁମ୍ବାଇ: ଦୀର୍ଘ ୩୧ ବର୍ଷ ପରେ ପୁଣିଥରେ ରାଭ-ଲଖନ ଯୋଡିଙ୍କୁ ନେଇ ଫିଲ୍ମ ନିର୍ମାଣ କରିବାକୁ ଯାଉଛନ୍ତି ବଲିଉଡ୍‌ର ଜଣାଶୁଣା ନିର୍ଦ୍ଦେଶକ ସୁଭାଷ ଘାଇ ।...

Advertisement
Archives

Model This Week