Posted inଖେଳ

କାନାଡ଼ାକୁ ହରାଇ ତୃତୀୟ ସ୍ଥାନରେ ଉରୁଗୁଏ

ଚାର୍ଲୋଟ,୧୪ା୭: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ତୃତୀୟ ସ୍ଥାନ ପାଇଁ ଅନୁଷ୍ଠିତ ମ୍ୟାଚରେ କାନାଡାକୁ ୪-୩ ଶୁଟ୍‌ଆଉଟରେ ହରାଇ ଦେଇଛି ଉରୁଗୁଏ। ଖେଳାଯାଇଥିବା ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚର ନିର୍ଦ୍ଧାରିତ ସମୟ ଖେଳ ୨-୨ରେ ଅମୀମାସିଂତ ରହିବାରୁ ପେନାଲ୍ଟି ଶୁଟ୍‌ଆଉଟର ସହାୟତା ନିଆଯାଇଥିଲା।

ମ୍ୟାଚରେ ରୋଡ୍ରିଗୋ ବେନାଟାନ୍‌କର ୮ମ ମିନିଟରେ ଗୋଲ ସ୍କୋର କରି ଉରୁଗୁଏକୁ ପ୍ରଥମେ ଅଗ୍ରଣୀ କରାଇଥିଲେ। ପରେ କାନାଡା ପକ୍ଷରୁ ଇସ୍‌ମାଇଲ କୋନ୍‌ (୨୨ତମ ମିନିଟ୍‌) ଓ ଜୋନାଥନ ଡେଭିଡ (୮୦ତମ ମିନିଟ) ଗୋଟିଏ ଲେଖାଏ ଗୋଲ୍‌ ସ୍କୋର କରି ତାଙ୍କ ଦଳକୁ ୨-୧ଗୋଲରେ ଅଗ୍ରଣୀ କରାଇଥିଲେ।

ହେଲେ ଉରୁଗୁଏର ୩୭ ବର୍ଷୀୟ ଷ୍ଟାର ଖେଳାଳି ତାଙ୍କର କମାଲ ଦେଖାଇଥିଲେ। ତାଙ୍କ (୯୦+୨ ମିନିଟ) ଷ୍ଟପେଜ ଟାଇମ୍‌ ଗୋଲ ବଳରେ ଉରୁଗୁଏ ନିର୍ଦ୍ଧାରିତ ସମୟ ଖେଳକୁ ୨-୨ରେ ଅମୀମାଂସିତ ରଖିପାରିଥିଲା।

ଶୁଟଆଉଟରେ ଉରୁଗୁଏ ତରଫରୁ ଫେଡ୍ରିକୋ ଭାଲଭର୍ଡେ, ରୋଡ୍ରିଗୋ ବେଣ୍ଟନକର, ଜର୍ଜିଆନ ଡି’ ଆରାସ୍କେଟା ଏବଂ ସୁଆରେଜ ବିପକ୍ଷ ଦଳର ଗୋଲକିପର ଡେନି ସେଣ୍ଟ କ୍ଲେୟାରଙ୍କୁ ପରାସ୍ତ କରି ଗୋଟିଏ ଲେଖାଏ ଗୋଲ୍‌ ଦେବାରେ ସମର୍ଥ ହୋଇଥିଲେ। ଅନ୍ୟପକ୍ଷରେ କାନାଡା ପକ୍ଷରୁ ଜୋନାଥନ ଡେଭିଡ ମୋଇସେ ବମ୍ବିଟୋ ଓ ମାଥ୍ୟୁ ଚୋଇନିର୍‌ ପ୍ରମୁଖ ଗୋଲ ସ୍କୋର କରିବାରେ ସମର୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri