ସଫେଇ ଦେଲେ ଉର୍ବଶୀ

ଏସିଆ କପରେ ଭାରତୀୟ ଦଳର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ଥିଲା। ପାକିସ୍ତାନ ଏବଂ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ ହାରିଯିବା ପରେ ଭାରତ ଫାଇନାଲ ରେସ୍‌ରୁ ବାଦ୍‌ ପଡିଥିଲା। ଏହି ଟୁର୍ନାମେଣ୍ଟ ଆରମ୍ଭରେ ଭାରତ ଟାଇଟଲ ଜିତିବା ପାଇଁ ଏକ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିବେଚନା କରାଯାଉଥିଲା। ଭାରତୀୟ ପ୍ରଶଂସକମାନେ ସେମାନଙ୍କ ଦଳରୁ ବହୁତ ଆଶା ରଖିଥିଲେ। ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ ଥିଲେ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଦେଖିବାକୁ ଉର୍ବଶୀ ମଧ୍ୟ ଷ୍ଟାଡିୟମକୁ ଯାଇଥିଲେ।
ଏହି ମ୍ୟାଚ ପରେ ଉର୍ବଶୀ ଏବଂ ପାକିସ୍ତାନ ବୋଲର ନଶୀମ ଶାହାଙ୍କ ହସୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପ୍ରଶଂସକମାନେ ଉଭୟଙ୍କ ହସୁଥିବା ବିଭିନ୍ନ ମୁହୂର୍ତ୍ତକୁ କ୍ୟାପଚର କରି ଏକ ଭିଡିଓ ପ୍ରସ୍ତୁତ କରିଥିଲେ, ଯାହା ଉର୍ବଶୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଥିଲେ। ଏହା ପରେ ନଶିମଙ୍କୁ ଏନେଇ ପଚରାଯିବାରୁ ସେ ଉର୍ବଶୀ କିଏ ଜାଣିନାହାନ୍ତି ବୋଲି କହିଥିଲେ। ଏବେ ଉର୍ବଶୀ ଏହି ପ୍ରସଙ୍ଗରେ ସ୍ପଷ୍ଟୀକରଣ ଦେଇଛନ୍ତି।
ଉର୍ବଶୀ ଇନଷ୍ଟାଗ୍ରାମ ଷ୍ଟାଟସରେ ଲେଖିଛନ୍ତି, ଦୁଇ ଦିନ ପୂର୍ବେ ମୋ ଟିମ୍‌ ଏକ ସୁନ୍ଦର ଭିଡିଓ ସେୟାର କରିଥିଲେ। ଏହି ଭିହିଓକୁ ପ୍ରଶଂସକମାନେ ଏଡିଟ୍‌ କରିଥିଲେ। ଆମେ ଜାଣି ନ ଥିଲୁ ଅନ୍ୟ କିଏ ଜଡିତ ଅଛନ୍ତି। ମୁଁ ଏ ବିଷୟରେ ଗଣମାଧ୍ୟମକୁ ଅନୁରୋଧ କରୁଛି ଏହାକୁ ନେଇ କୌଣସି ଖବର କର ନାହିଁ। ସମସ୍ତଙ୍କୁ ଧନ୍ୟବାଦ।
ଉର୍ବଶୀ ଇନଷ୍ଟାଗ୍ରାମ କାହାଣୀରେ ନଶିମଙ୍କ ସହ ଶେୟାର କରିଥିବା ଭିଡିଓରେ ସେ ଗୋଟିଏ ଫ୍ରେମରେ ଥିବାବେଳେ ନଶିମ ଅନ୍ୟ ଏକ ଫ୍ରେମରେ ଥିଲେ। ଏହାପରେ ଦୁହିଁଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିଲା।

ऊर्वशी रौतेला


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri