ହାର୍ଦ୍ଦିକଙ୍କ ପରେ ଏହି କ୍ରିକେଟରଙ୍କ ପ୍ରେମରେ ପଡ଼ିଥିଲେ ଉର୍ବଶୀ

ବଲିଉଡ ଜଣେ ଜଣାଶୁଣା ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ଲୁକ ଓ ଅଭିନୟ ପାଇଁ ପ୍ରାୟତଃ ଲାଇମ୍‌ଲାଇଟରେ ରୁହନ୍ତି। କମ ବୟସରେ ସେ ଅଭିନୟ ଜଗତରେ ପାଦ ଦେଇଥିଲେ। ଉର୍ବଶୀ ଜାତୀୟ ସ୍ତରରେ ଜଣେ ବାସ୍କେଟ ବଲ ଖେଳାଳୀ ମଧ୍ୟ। ସୋସିଆଲ ମିଡିଆରେ ଉର୍ବଶୀ ଖୁବ ଆକ୍ଟିଭ। ଉର୍ବଶୀଙ୍କ ସୁନ୍ଦରତା ଯୋଗୁ କୋଟି କୋଟି ଫ୍ୟାନ୍ସ ତାଙ୍କ ପାଇଁ ପାଗଳ ।
କୁହାଯାଏ କି ଉର୍ବଶୀ ଜଣେ ଭାରତୀୟ କ୍ରିକେଟ ଟିମ୍‌ର ଜଣାଶୁଣା ବ୍ୟାଟ୍ସମ୍ୟାନଙ୍କ ପ୍ରେମରେ ପାଗଳ ଥିଲେ। ହେଲେ ସମସ୍ତେ ଜାଣନ୍ତି କି ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଡେଟ୍‌ କରୁଥିଲେ। ଏହା ବ୍ୟତୀତ ସେ ଆଉ ଜଣେ କ୍ରିକେଟରଙ୍କୁ ନିଜ ମନ ଦେଇ ବସିଥିଲେ । ସେ ଆଉ କେହି ନୁହେଁ, ବରଂ କ୍ରିକେଟର ଋଷଭ ପନ୍ତ। ୨୦୧୯ ମସିହାରେ ଋଷଭ ଏବଂ ଉର୍ବଶୀଙ୍କୁ ଅନେକ ଥର ଏକାଠି ଦେଖିବାକୁ ମିଳିଥିଲା। ତାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। କିନ୍ତୁ ଉର୍ବଶୀ, ଋଷଭଙ୍କ ସହ ଥିବା ସମ୍ପର୍କକୁ ବନ୍ଧୁତ୍ୱର ନାମ ଦେଇ ଏହି ଖବରକୁ ଗୁଜବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଣ୍‌ଜୀ ଦ୍ୱିତୀୟ ରାଉଣ୍ଡ: ଓଡ଼ିଶାର ଇନିଂସ ବିଜୟ

ଭୁବନେଶ୍ୱର,୨୦।୧୨- ସ୍ଥାନୀୟ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ସର୍ଭିସେସ୍‌ ବିପକ୍ଷ ରଣ୍‌ଜୀ ମ୍ୟାଚ୍‌କୁ ଓଡ଼ିଶା ଏକ ଇନିଂସ ଓ ୩୧ ରନ୍‌ରେ ଜିତି ନେଇଛି। ଚଳିତ...

ଅଲିମ୍ପିକ୍ସ ଆୟୋଜନ କରିବାକୁ ପ୍ରତିବଦ୍ଧ: ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୩୦।୧(ଏପି): ଜାପାନରେ କରୋନା ଭାଇରସ ମହାମାରୀର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଟୋକିଓରେ ଅଲିମ୍ପିକ୍ସ ଆୟୋଜନ ନେଇ ଅନିଶ୍ଚିତତା ଦେଖାଦେଇଛି। ଏହା ସତ୍ତ୍ୱେ ଅଲିମ୍ପିକ୍ସ...

ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି

ରିଓ ଡି ଜାନେଇରୋ,୧୬।୬: ଚିଲି ବିପକ୍ଷରେ ଆର୍ଜେଣ୍ଟିନା ତା’ର ପ୍ରଥମ ମ୍ୟାଚ୍‌ରେ କିମ୍ବଦନ୍ତୀ ଫୁଟ୍‌ବଲର ଡିଏଗୋ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲା। ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କ...

ଆଇସିସି ହଲ୍‌ ଅଫ ଫେମ୍‌ରେ ସାମିଲ ହେଲେ ସଚିନ

ଲଣ୍ଡନ, ୧୯।୭: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହୋଇଛନ୍ତି। ତାଙ୍କ ସହ ଦକ୍ଷିଣ ଆଫ୍ରିକାର ମହାନ କ୍ରିକେଟର ଆଲାନ ଡୋନାଲ୍ଡ...

ଛାଡପତ୍ର ଗୁଜବ ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ପ୍ରିୟଙ୍କା

ଆଜିକାଲି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ ଜୋନାସଙ୍କ ଛାଡପତ୍ରକୁ ନେଇ ଗୁଜବ ଖବର ପ୍ରକାଶ ପାଉଛି। ପ୍ରିୟଙ୍କା ସୋସିଆଲ ମିଡିଆ ଆକାଉଣ୍ଟ୍‌ରୁ...

ଚେସ୍‌ ଚ୍ୟାଲେଞ୍ଜର, ରେକର୍ଡ ବ୍ରେକର

ସମ୍ପ୍ରତି ଚର୍ଚ୍ଚାରେ ରହିଥିବା ଚେସ୍‌ ତାରକା ଆର୍‌. ପ୍ରଜ୍ଞାନନ୍ଦ ହେଉଛନ୍ତି ପ୍ରଚଣ୍ଡ ପ୍ରତିଭାବାନ। ୨୦୦୫ ଅଗଷ୍ଟ ୧୦ରେ ସେ ଚେନ୍ନାଇରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପା...

ଏହି ଅଭିନେତାଙ୍କ ଜୀବନକୁ ନର୍କ କରିଦେଇଥିଲା ଡ୍ରଗ୍ସ ନିଶା; କିଏ ଯାଇଥିଲା ଜେଲ ତ କିଏ ମାଗିଥିଲା ଭିକ…

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ନିଶା ସେବନକୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଥିଲା। ପରେ ଅନେକ ଅଭିନେତା ଏନ୍‌ସିଆର୍‌...

‘ମନ୍ଥର ହେବ ନାହିଁ ଭାରତୀୟ ଅର୍ଥନୀତି’

ନୂଆଦିଲ୍ଲୀ,୨୨ା୩: ବର୍ତ୍ତମାନ ସମୟରେ ଦେଖାଦେଇଥିତ୍ବା ବିଶ୍ୱ ଭୌଗୋଳିକ ପରିସ୍ଥିତି ସବୁ ରାଷ୍ଟ୍ର ପାଇଁ ଚିନ୍ତାର କାରଣ ପାଲିଟିଛି। ଏପରିକି ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଓ...

Advertisement
Archives

Model This Week