୨୨ କ୍ୟାରେଟ ସୁନା ମେକଅପ୍‌ରେ ଉର୍ବଶୀ

ମୁମ୍ବାଇ: ବଲିଉଡ୍ କୁଇନ୍ ଉର୍ବଶୀ ରୌତେଲା ଅନେକଙ୍କୁ ଦିୱାନା ବନାଉଥିବା ବେଳେ ତାଙ୍କର ନୂଆ ନୂଆ ଫଟୋ ଶୁଟକୁ ନେଇ ସେ ଅଧିକାଂଶ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ । ନିକଟରେ ଆସିଥିବା ତାଙ୍କର ଏକ ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ଉକ୍ତ ଭିଡିଓରେ ତାଙ୍କର ଲୁକ୍ ସହ ଜବରଦସ୍ତ ମେକଅପ୍ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି । ଏହି ମେକ୍‌ଅପରେ ସେ ୨୨ କ୍ୟାରେଟ ସୁନା ବ୍ୟବହାର କରିଥିବା କୁହାଯାଉଛି । ନିକଟରେ ଅନୁଷ୍ଠିତ ହୋଇଥିବା ‘ଅରବ ଫ୍ୟାଶନ ୱିକ’ରେ ଶୋଷ୍ଟପର ବନିଥିଲେ ଉର୍ବଶୀ । ପ୍ରଥମ ବଲିଉଡ୍ ଅଭିନେତ୍ରୀ ଭାବେ ସେ ଏହି ଗୌରବ ପାଇଛନ୍ତି । ଏକ ରିପୋର୍ଟ ଅନୁଯାୟୀ ଏହି ଶୋଷ୍ଟପରରେ ଉର୍ବଶୀ ୨୨ କ୍ୟାରେଟ ସୁନାର ମେକଅପ୍ ନେଇଥିଲେ । ଆଉ ସେ ଏତେ ସୁନ୍ଦର ଦେଖାଯାଉଥିଲେ କି ଲକ୍ଷ ଲକ୍ଷ ଲୋଙ୍କ ମନ କିଣିଥିଲେ । ତାଙ୍କର ଏହି ଭିଡିଓ ଦେଖିବା ପରେ ବହୁ ସଂଖ୍ୟାରେ କମେଣ୍ଟସକୁ ଦେଖିଲେ ସହଜରେ ଅନୁମାନ କରାଯାଇ ପାରେ ଯେ ଅରବ ଫ୍ୟାଶନ ୱିକର ଶୋଷ୍ଟପର ହୋଇ ସେ ଇତିହାସ ରଚିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଡମିଣ୍ଟନ୍ ଖେଳିଲେ ଦୀପିକା

ମୁମ୍ବାଇ: ବଲିଉଡ କୁଇନ୍ ଦୀପିକା ପାଦୁକୋନ୍ ଏବେ ଖୁବ୍ ଚର୍ଚ୍ଚାରେ । ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକା ନିକଟରେ କିଛି ଫଟୋ ଶେୟାର...

ଅଭିନେତ୍ରୀ ହେବା ପୂର୍ବରୁ ପାଇଲଟ୍‌ଙ୍କୁ ବିବାହ କରିଥିଲେ ଏହି ବୋଲ୍ଡ ନାୟିକା: ଏବେ ୪୪ବର୍ଷରେ ବି ଉଡାଉଛନ୍ତି ହୋସ୍‌

ବମ୍ବେ: ବର୍ଷ ୨୦୨୦ର ଶେଷଦିନରେ ହଟ୍‌ ଫଟୋକୁ ନେଇ ଚର୍ଚ୍ଚାରେ ମଲ୍ଲିକା ଶେରାଓ୍ବତ। ନିଜର ସୋସିଆଲ ପୃଷ୍ଠାରେ ବିକିନି ପିନ୍ଧା ଫଟୋ ଶେୟାର କରିଛନ୍ତି ୪୪...

କାର୍ତ୍ତିକ-ସାରାଙ୍କ ସମ୍ପର୍କକୁ ନେଇ ପୋଲ୍ ଖୋଲିଲେ କରନ

ମୁମ୍ବାଇ: ବଲିଉଡ ନିର୍ଦ୍ଦେଶକ କରନ ଜୋହରଙ୍କ ଚାଟ ଶୋ ‘କଫି ୱିଥ କରନ ୭’ ଏବେ ହଙ୍ଗାମା କରୁଛି । ଏଥରର ପ୍ରଥମ ଏପିସୋଡ ଓଟିଟିରେ...

ପୁଣିଥରେ ଏକାଠି କାମ କରିବେ ସଲମାନ, ସତିଶ

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ସତିଶ କୌଶିକ ଓ ଅଭିନେତା ସଲମାନ ଖାଁ ପୁଣିଥରେ ଏକାଠି ହେବାକୁ ଯାଉଛନ୍ତି। ଶୁଣିବାକୁ ମିଳିଛି କି ପୂର୍ବରୁ ଏମାନଙ୍କ ଯୋଡି...

ଦ୍ୱିତୀୟଥର ମା’ ହେବା ପରେ ପ୍ରଥମଥର ଫଟୋ ଶେୟାର କଲେ କରୀନା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ ନିକଟରେ ଦ୍ୱିତୀୟଥର ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି। ସୋସିଆଲ ମିଡିଆରେ ବହୁତ ସକ୍ରିୟ ରହୁଥିବା କରୀନା ମା’...

ଏହି ବ୍ୟକ୍ତିଙ୍କୁ ଡରି ଦେଶଛାଡି ଚାଲିଯାଇଥିଲେ ପ୍ରସିଦ୍ଧ ଅଭିନେତ୍ରୀ ମୀନାକ୍ଷୀ ଶେଷାଦ୍ରି

ବଲିଉଡ୍‌ ଅଭିନେତ୍ରୀ ମୀନାକ୍ଷୀ ଶେଷାଦ୍ରି ଇତିମଧ୍ୟରେ ୫୭ ବର୍ଷର ହୋଇଯାଇଛନ୍ତି। ୧୬ ନଭେମ୍ବର, ୧୯୬୩ରେ ସେ ଧନବାଦରେ ଜନ୍ମଗ୍ରହଣ କରିଥିଲେ। ଅନେକ ସଫଳ ଫିଲ୍ମରେ କାମ...

ପୁଣିଥରେ ଭାରତରେ ଶୁଣିବାକୁ ମିଳିବ ଧୋନି…ଧୋନି…ଧୋନି

ମୁମ୍ବାଇ: ବଲିଉଡ ଅଭିନେତା ସ୍ବର୍ଗତ ସୁଶାନ୍ତ ସିଂ ରାଜପୁତ ଓ କ୍ରିକେଟର ମହେନ୍ଦ୍ର ସିଂ ଧୋନିଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଖୁବଶୀଘ୍ର ସିନେମା ହଲରେ...

ଓସ୍କାର କମିଟିର ସଦସ୍ୟ ହେଲେ ବିଦ୍ୟା-ଏକତା

ମୁମ୍ବାଇ,୨।୭: ନିକଟରେ ଅମାଜନ ପ୍ରାଇମ୍‌ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଶେରନୀ’କୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଏହି ଫିଲ୍ମରେ ବଲିଉଡ୍‌ ଡାର୍ଟି ଗର୍ଲ ବିଦ୍ୟା ବାଲାନଙ୍କ...

Advertisement
Archives

Model This Week