ଜନ୍ମଦିନରେ ୧୦ କେଜି ପିଆଜ କାଟିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ଏବେ ଚର୍ଚ୍ଚାରେ ରହିଛନ୍ତି। ସବୁ ସମୟରେ ସେ ନିଜର ଫଟୋ ଏବଂ ଭିଡିଓ ମାଧ୍ୟମରେ ପ୍ରଶଂସକଙ୍କ ସହ ଯୋଡିହୋଇ ରହିଥାନ୍ତି। ସୋସିଆଲ ମିଡିଆରେ ସକ୍ରିୟ ରହୁଥିବା ଉର୍ବଶୀ ନିଜର ପ୍ରତିଟି ପୋଷ୍ଟ ମାଧ୍ୟମରେ ପ୍ରଶଂସକଙ୍କ ହୃଦୟ ଜିତିଥାନ୍ତି। ନିଜର ଜନ୍ମଦିନ ଅବସରରେ ଉର୍ବଶୀ ଏକ ଭିଡିଓ ଶେୟାର କରିଛନ୍ତି। ଯାହାକି ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ତାଙ୍କୁ ପିଆଜ କାଟୁଥିବାର ଦେଖିବାକୁ ମିଳୁଛି। ଏହି ଭିଡିଓକୁ ସେ ନିଜର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଶେୟାର କରି ଲେଖିଛନ୍ତି, ମୋତେ ମୋର ଜନ୍ମଦିନରେ ୧୦ କେଜି ପିଆଟ କଟାଇଥିବାରୁ ଧନ୍ୟବାଦ। ଏହା କେବଳ ଆପଣ କରିପାରିବେ @cznburak। ଗୋଟିଏ ଦିନ ମୁଁ ପିଆଜକୁ କନ୍ଦାଇବି ବୋଲି ସେ ଲେଖିଛନ୍ତି।
ଭିଡିଓରେ ଜଣେ ବ୍ୟକ୍ତିଙ୍କ ସହ ଉର୍ବଶୀ ପିଆଜ କାଟିବାର ଚ୍ୟାଲେଞ୍ଜ ନେଇଥିବା ଦେଖିବାକୁ ମିଳିଛି। ଏହି ଭିଡିଓକୁ ତାଙ୍କ ପ୍ରଶଂସକମାନେ ପସନ୍ଦ କରିବା ସହ ଲାଇକ୍‌ ଏବଂ କମେଣ୍ଟ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳାସପୂର୍ଣ୍ଣ ଫ୍ଲାଟ୍‌ କିଣିଲେ ଅକ୍ଷୟ କୁମାର, ଦାମ୍‌ ରହିଛି…

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ତଥା ଖିଲାଡି ବୟ ଅକ୍ଷୟ କୁମାର ଅଭିନୟକୁ ନେଇ ଯେତିକି ଚର୍ଚ୍ଚାରେ ଥା’ନ୍ତି ତାଙ୍କ ବ୍ୟକ୍ତିଗତ କିଛି କଥାକୁ ନେଇ ମଧ୍ୟ...

କାହିଁକି ଫିଲ୍ମରେ ସର୍ଟ ଖୋଲନ୍ତି ସଲମାନ୍‌, କହିଲେ ଏପରି କିଛି

ବଲିଉଡ୍‌ ଦବଙ୍ଗ ଖାନ୍‌ ଅର୍ଥାତ ସଲମାନ୍‌ଙ୍କୁ ପ୍ରାୟତଃ ସମସ୍ତେ ପସନ୍ଦ କରନ୍ତି। ତାଙ୍କର ଲମ୍ବା ଏବଂ ସଫଳ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ ସେ ଦର୍ଶକଙ୍କୁ...

ନିକ୍‌ଙ୍କ ସହ ଘୋଡ଼ା ଚଢ଼ି ବୁଲିଲେ ପ୍ରିୟଙ୍କା, ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ସପ୍ତାହ ଶେଷରେ ଖୁବ୍‌ ଏନ୍‌ଜୟ କରୁଥିବା ଦେଖିବାକୁ ମିଳିଛି। ଏହି ସମୟର କିଛି...

ସଲମାନ୍‌ଙ୍କ ସହ ରୋମାଣ୍ଟିକ୍‌ ଦୃଶ୍ୟ ପରେ ଭୋ ଭୋ ହୋଇ କାନ୍ଦିଥିଲେ ଏହି ଲୋକପ୍ରିୟ ଅଭିିନେତ୍ରୀ

ବଲିଉଡ୍‌ରେ ବୋଲ୍ଡ ଏବଂ ରୋମାଣ୍ଟିକ୍‌ ଦୃଶ୍ୟ ସାଧାରଣ। ହେଲେ ଦବଙ୍ଗ ଷ୍ଟାର ସଲମାନ୍‌ ଖାନ୍‌ ଖୁବ୍‌ କମ୍‌ ଫିଲ୍ମରେ ରୋମାଣ୍ଟିକ୍‌ ଦୃଶ୍ୟ କରିଥାନ୍ତି। ତେବେ ସଲମାନ୍‌ଙ୍କର...

ହଜିଗଲେ କି ଦୀପବୀର!

ମୁମ୍ବାଇ: ବଲିଉଡ୍‌ର ବେଷ୍ଟ କପୁଲ ଭାବେ ପରିଚିତ ଦୀପିକା ପାଦୁକୋନ ଓ ରଣବୀର ସିଂ ଯାହା କଲେ ବି ଆସନ୍ତି ଚର୍ଚ୍ଚାକୁ। ଏଥର ତାଙ୍କ ଭ୍ୟାକେଶନକୁ...

ପରପାରିରେ ଭେଟେରାନ୍‌ କୋରିଓଗ୍ରାଫର ଭିରୁ ଦେବଗନ

ମୁମ୍ବାଇ,୨୭।୫: ବଲିଉଡ୍‌ ଦୁନିଆର ଭେଟେରାନ୍‌ ଆକ୍ସନ୍‌ କୋରିଓଗ୍ରାଫର ଭିରୁ ଦେବଗନଙ୍କ ସୋମବାର ପରଲୋକ ହୋଇଛି। ସୋମବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇ...

ଆମୀର କରିବେ ନୂଆ ରେକର୍ଡ: ଆଗାମୀ ଫିଲ୍ମ ପାଇଁ ଭାରତର ୧୦୦ ସ୍ଥାନରେ କରିବେ ଶୁଟିଂ

ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ସବୁଠାରୁ ବଡ଼ ମାର୍କେଟିଂ ଗୁରୁ କୁହାଯାଉଥିବା ଆମୀର ଖାନ୍‌ ତାଙ୍କର ଆଗାମୀ ଫିଲ୍ମ ‘ଲାଲ ସିଂହ ଚଡ୍‌ଢ଼ା’ ର ପ୍ରଚାର ପାଇଁ...

ସ୍ତ୍ରୀଙ୍କଠାରୁ ଅଲଗା ହେବେ ମହାଭାରତ ଫେମ୍‌ ଏହି ଅଭିନେତା

ବମ୍ବେ: ପତ୍ନୀଙ୍କଠାରୁ ଅଲଗା ହେବାକୁ ଯାଉଛନ୍ତି ମହାଭାରତର ଯୁଧିଷ୍ଠୀର ଓରଫ ରୋହିତ ଭରଦ୍ୱାଜ। ୨୦୧୭ରେ ଇଣ୍ଡେନେସିଆ ଟ୍ରିପ୍‌ରୁ ଆସିବା ପରଠାରୁ ସ୍ତ୍ରୀ ପୁନମଙ୍କ ସହ ତାଙ୍କର...

Advertisement
Archives

Model This Week