ଶୁଟିଂ ସେଟ୍‌ରେ ଭୋ ଭୋ ହୋଇ କାନ୍ଦିପକାଇଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ଭିନ୍ନ ଶୈଳୀ ପାଇଁ ବେଶ୍‌ ଜଣାଶୁଣା। ନିକଟରେ ତାଙ୍କର ଏକ ଗୀତ ‘ଓ୍ବ ଚାନ୍ଦ କହାଁ ସେ ଲାଓଗେ’ ରିଲିଜ୍‌ ହୋଇଛି। ଏଥିରେ ତାଙ୍କୁ ଟିଭି ଅଭିନେତା ମୋହସିନ ଖାନ୍‌ଙ୍କ ସହ ଦେଖିବାକୁ ମିଳୁଛି। ଏହି ଭିଡିଓରେ ଉର୍ବଶୀ ଏବଂ ମୋହସିନଙ୍କ ରୋମାନ୍ସ ସ୍ପଷ୍ଟ ବାରିହୋଇ ପଡ଼ୁଛି। ତେବେ ଏହି ଗୀତର ଶୁଟିଂ ସମୟରେ ଉର୍ବଶୀ ଭାବୁକ ହୋଇପଡ଼ିଥିଲେ ଏବଂ ସେ ଭୋ ଭୋ ହୋଇ କାନ୍ଦିବାକୁ ଲାଗିଥିଲେ। ନିକଟରେ ମୋହସିନ ଇନ୍‌ଷ୍ଟାଗ୍ରାମ୍‌ରେ ଲାଇଭ୍‌ ଆସି ଏହିକଥା କହିଥିଲେ। ସେ କହିଥିଲେ ସେ, ଗୀତର ଶେଷ ଦୃଶ୍ୟର ଶୁଟିଂ ଚାଲିଥିବା ବେଳେ ଉର୍ବଶୀ ଭାବୁକ ହୋଇପଡ଼ିଥିଲେ ଓ କାନ୍ଦିବାକୁ ଲାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମକୁ ନେଇ ରେଖା କହିଲେ ଏମିତି, ଭିଡିଓ ଭାଇରାଲ

ମୁମ୍ବାଇ,୧ା୧୦: ବଲିଉଡ୍‌ ଅଭିନେତ୍ରୀ ରେଖାଙ୍କ ଯାଦୁ ଆଜି ମଧ୍ୟ ପୂର୍ବପରି ରହିଛି। ବଡ଼ ପରଦା ପରେ ରେଖା ଏବେ ଛୋଟ ପରଦାରେ ଲୋକଙ୍କ ହୃଦୟ ଜିତିପାରିଛନ୍ତି।...

ଜୟାଙ୍କ ହୃଦୟ ଜିତିଥିଲା ଐଶ୍ୱର୍ଯ୍ୟାଙ୍କ ଏହି କଥା

ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ଯୋଡିକୁ ବଲିଉଡ୍‌ର ଆଦର୍ଶ ଯୋଡି ମଧ୍ୟରୁ ଗୋଟିଏ ବୋଲି କୁହାଯାଏ। ଐଶ୍‌ ଶାଶୁ ଜୟା ବଚ୍ଚନଙ୍କର ଖୁବ୍‌...

୨୦ ବର୍ଷରେ ଘରେ ନ ଜଣାଇ ମୁମ୍ବାଇ ପଳାଇ ଆସିଥିଲେ ଏହି ଅଭିନେତ୍ରୀ

‘ୟେ ରିସ୍ତା କ୍ୟା କେହେଲାତା ହୈ’ ର ଅକ୍ଷରା ନାମରେ ପରିଚିତ ହିନା ଖାନ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ଜୀବନ ବିଷୟରେ କହିଛନ୍ତି। ହିନା...

ଚମକୁଛନ୍ତି ତାରା

ମୁମ୍ବାଇ: ମଲ୍ଟିଟ୍ୟାଲେଣ୍ଟେଡ୍‌, ସୌନ୍ଦର୍ଯ୍ୟରେ ଭରପୂର ଓ ବଲିଉଡ୍‌ରେ ନୂଆ ନୂଅ ପାଦ ରଖିଥିବା ବୋଲ୍ଡ ଅଭିନେତ୍ରୀ ତାରା ସୁତାରିଆ ମଙ୍ଗଳବାର ୨୪ବର୍ଷ ବୟସରେ ପଦାର୍ପଣ କରିଛନ୍ତି।...

କଂଗ୍ରେସ ଛାଡିଲେ ଉର୍ମିଳା

ମୁମ୍ବାଇ,୧୦।୯: କଂଗ୍ରେସକୁ ଲାଗିଛି ବଡ ଝଟ୍‌କା। ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର...

ମା’ଙ୍କ ନାଁରେ କ୍ୟାନସର୍‌ ହସ୍ପିଟାଲ୍‌ ନିର୍ମାଣ କରିବାକୁ ଚାହୁଁଛନ୍ତି ଏହି ଅଭିନେତା

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଉତ୍ତରପ୍ରଦେଶର ପ୍ରୟାଗରାଜ୍‌ସ୍ଥିତ ନିଜ ଗ୍ରାମରେ ଏକ କ୍ୟାନସର୍‌ ହସ୍ପିଟାଲ୍‌ ମା’ ନର୍ଗିଶଙ୍କ ନାମରେ ଖୋଲିବାକୁ ଚାହୁଁଛନ୍ତି। ନିଜ ଆଗାମୀ ଫିଲ୍ମ...

ବଲିଉଡ୍‌ରେ ଡେବ୍ୟୁ କରିବାକୁ ଖୁବ୍‌ ଉତ୍ସାହିତ କିର୍ତ୍ତି

ମୁମ୍ବାଇ: ସାଉଥ୍‌ ଫିଲ୍ମ ଜଗତର ଜଣେ ଚର୍ଚ୍ଚିତ ଚେହେରା ହେଉଛନ୍ତି କିର୍ତ୍ତି ସୁରେଶ। ଏବେ ସେ ବଲିଉଡ୍‌ ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଅଜୟ ଦେବଗନଙ୍କ...

୪୮ ବର୍ଷରେ ପାଦ ଥାପିଲେ ଏହି ପ୍ରସିଦ୍ଧ ଅଭିନେତା

ମୁମ୍ବାଇ,୨୬।୧୧-ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଗୁରୁବାର ୪୮ ବର୍ଷ ବୟସରେ ପାଦ ଥାପିଛନ୍ତି। ଏ ନେଇ ତାଙ୍କ ବାନ୍ଧବୀ ଗ୍ରାବିଏଲା ଡେମେଟ୍ରିଏଡସ୍‌ ଗୁରୁବାର ସୂଚନା ଦେଇଛନ୍ତି।...

Play 250+ Trending Games
Archives

Model This Week

Why Dharitri