୧୯୦ କୋଟିର ବଙ୍ଗଳା କିଣିନାହାନ୍ତି ଉର୍ବଶୀ, ମିଥ୍ୟା ଖବରକୁ ଖଣ୍ଡନ କଲେ ଉର୍ବଶୀଙ୍କ ମା’

ମୁମ୍ବାଇ: ମଡେଲ-ଅଭିନେତ୍ରୀ ଉର୍ବଶୀ ରୌତେଲା ପ୍ରାୟତଃ କିଛି ନା କିଛି କଥାକୁ ନେଇ ଚର୍ଚ୍ଚାରେ ଥାନ୍ତ,ଏବଂ ତାଙ୍କ ସହ ଜଡିତ ଖବର ସବୁବେଳେ ହେଡଲାଇନରେ ରହିଥାଏ। ନିକଟରେ ଏକ ମିଡିଆ ଆର୍ଟିକିଲରେ ଦାବି କରାଯାଇଥିଲା ଯେ, ଉର୍ବଶୀ ୧୯୦ କୋଟି ଟଙ୍କା ମୂଲ୍ୟର ଏକ ବଙ୍ଗଳା କିଣିଛନ୍ତି ଏବଂ ସେଠାକୁ ସେ ସିଫ୍ଟ ହୋଇଯାଇଛନ୍ତି। ବର୍ତ୍ତମାନ ଉର୍ବଶୀଙ୍କ ମା’ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ଖବର ଉପରେ ପ୍ରତିକ୍ରିୟା ଦେଇଛନ୍ତି।

ଉର୍ବଶୀଙ୍କ ମା ମୀରା ରୌତେଲା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ନ୍ୟୁଜ୍‌ ଆର୍ଟିକିଲର ସ୍କ୍ରିନସଟ ଶେୟାର କରି ଏହାକୁ ଫେକ୍‌ ବୋଲି ଲେଖିଛନ୍ତି। ଏହି ଆର୍ଟିକିଲରେ ଏହା ଲେଖାଯାଇଥିଲା, ଉର୍ବଶୀ ୧୯୦ କୋଟି ମୂଲ୍ୟର ଘର କିଣିଛନ୍ତି।

କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଉର୍ବଶୀଙ୍କ ଲୁକ୍‌ ଚର୍ଚ୍ଚାର ବିଷୟ ପାଲଟିଥିଲା। କାନ୍ସରେ ଅଭିନେତ୍ରୀ ପ୍ରତ୍ୟେକ ଲୁକ ସହିତ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ଯାହାର ଚିତ୍ର ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

୪ ବର୍ଷ ପରେ BTS ର ଧମାକାଦାର ପ୍ରତ୍ୟାବର୍ତ୍ତନ: ଏହିଦିନ ରିଲିଜ୍ ହେବ ନୂଆ ଆଲବମ୍

ନୂଆଦିଲ୍ଲୀ,୨।୧: ବିଶ୍ୱପ୍ରସିଦ୍ଧ କେ-ପପ୍ ବୟ ବ୍ୟାଣ୍ଡ BTS ର ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ଏହି...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ। ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri