Posted inଖେଳ

ଏହି ଅଭିନେତ୍ରୀଙ୍କୁ ହ୍ବାଟ୍‌ସଆପ୍‌ରୁ ବ୍ଲକ୍‌ କରିଦେଇଥିଲେ ରିଷଭ ପନ୍ତ: ଏବେ ଜନ୍ମଦିନ ଶୁଭେଚ୍ଛା ଜଣାଇ ଚର୍ଚ୍ଚାରେ

ଭାରତୀୟ କ୍ରିକେଟ ଦଳର ୱିକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଆଜିକାଲି ତାଙ୍କ କ୍ୟାରିୟରର ସର୍ବୋତ୍ତମ ଫର୍ମରେ ଅଛନ୍ତି। ସମ୍ପ୍ରତି ରିଷଭ ପନ୍ତ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳର ଅଧିନାୟକ ଅଛନ୍ତି। କ୍ରିକେଟ ବ୍ୟତୀତ ରିଷଭଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ କହିବାକୁ ଗଲେ ତାଙ୍କ ନାମ ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲାଙ୍କ ସହ ଯୋଡା ଯାଇଥିଲା। ଯଦିଓ ଦୁହେଁ ନିଜ ସମ୍ପର୍କ ବିଷୟରେ ଖୋଲାଖୋଲି ଭାବେ କିଛି କହି ନାହାଁନ୍ତି। ଉର୍ବଶୀ ରଉତେଲା ଟୁଇଟରରେ ରିଷଭ ପନ୍ତଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ପନ୍ତଙ୍କ ଜନ୍ମଦିନ ଅକ୍ଟୋବର ୪ରେ ଥିଲା। କିନ୍ତୁ ଉର୍ବଶୀ ଭୁଲ ସମୟରେ ତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଥିଲେ। ଅନେକ ଲୋକ ମଧ୍ୟ ଏହି ଦିନ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଉର୍ବଶୀ ରିଷଭଙ୍କୁ ଅକ୍ଟୋବର ୫ ଠିକ ୧୨.୫୫ରେ ଶୁଭେଚ୍ଛା ଜଣାଇଥିଲେ। ଏହାକୁ ନେଇ ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲ କରାଯାଉଛି।
୨୦୧୯ରେ ରିଷଭ ଏବଂ ଉର୍ବଶୀ ଜୁହୁର ଏଷ୍ଟେଲା ହୋଟେଲରେ ବିଳମ୍ବିତ ରାତ୍ରି ପାର୍ଟି କରିବାକୁ ଯାଉଥିବାର ଦେଖାଯାଇଥିଲା, ଯାହା ପରେ ସୋସିଆଲ ମିଡିଆରେ ଉଭୟଙ୍କ ନେଇ ଚର୍ଚ୍ଚା ହୋଇଥିଲା। କିନ୍ତୁ ତା’ପରେ ଖବର ଆସିଥିଲା ଯେ ଉର୍ବଶୀ ଏବଂ ରିଷଭ ପନ୍ତ ଅଲଗା ହୋଇ ଯାଇଥିଲେ। ପରିସ୍ଥିତି ଏପରି ହୋଇଥିଲା ହ୍ବାଟସଆପ୍‌ରେ ଉର୍ବଶୀଙ୍କୁ ବ୍ଲକ୍‌ କରିଦେଇଥିଲେ।
ସେତେବେଳେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ ରିଷଭ ପନ୍ତ ଏକାଦଶ ଖେଳିବାର ସୁଯୋଗ ପାଇ ନ ଥିଲେ। ଏଥି ସହିତ ସେ ପଡ଼ିଆରେ ମଧ୍ୟ ଖରାପ ଫର୍ମରେ ଥିଲେ। ଯାହାକୁ ନେଇ ସେ ମଧ୍ୟ ଚିନ୍ତିତ ଥିଲେ। କଳ୍ପନାଜଳ୍ପନା ଚାଲିଥିଲା ଯେ, ଏହି ଟେନସନ ରିଷଭ ଉର୍ବଶୀଙ୍କୁ ହ୍ବାଟସ ଆପ୍‌ରେ ବ୍ଲକ୍‌ କରିଥିଲେ। ରିଷଭ ଏବେ ଇଶା ନେଗିଙ୍କୁ ଡେଟିଂ କରୁଛନ୍ତି। ଇଶା ଡେରାଡୁନରୁ ଆସିଛନ୍ତି ଏବଂ ସେ ଜଣେ ଇଣ୍ଟେରିୟର ଡିଜାଇନର୍‌। ଇନଷ୍ଟାଗ୍ରାମରେ ଇଶା ନେଗି ବହୁତ ସକ୍ରିୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri