ଆହୁରି ମହାମାରୀ ଆଣିବ ଚାଇନା: ଆମେରିକା!

ୱାଶିଂଟନ,୧୮ ।୧: ଆମେରିକା ପ୍ରଥମଥର ପାଇଁ ଦାବି କରିଛି ଯେ ମହାମାରୀ ବ୍ୟାପୁଥିବା କରୋନା ଭାଇରସ ଚାଇନାର ଉହାନ ଇନଷ୍ଟିଚ୍ୟୁଟ ଅଫ୍ ଭାଇରୋଲୋଜି(ଡବ୍ଲୁଆଇବି)ରୁ ଆସିଛି । ଏହାକୁ ଚାଇନା ସେନା ଗୁପ୍ତ ଗବେଷଣା ପାଇଁ ବ୍ୟବହାର କରୁଛନ୍ତି । ଏହି ଅଭିଯୋଗରୁ ଅନୁମାନ କରାଯାଉଛି କି କୋଭିଡ-୧୯ ବିଶ୍ୱ ଉପରେ ଏକ ଜୈବିକ ଅସ୍ତ୍ର ଦ୍ୱାରା ଆକ୍ରମଣ । ଆମେରିକାର ରାଜ୍ୟ ସଚିବ ମାଇକେଲ ପୋମ୍ପୋଓ ତିନି ବିନ୍ଦୁ ବାଲା ତଥ୍ୟାତ୍ମକ ରିପୋର୍ଟ ଜାରି କରି କହିଛନ୍ତି ଚାଇନା ତଥ୍ୟ ଲୁଚାଇରଖି ଭବିଷ୍ୟତରେ ନୂଆ ମହାମାରୀ ସୃଷ୍ଟି କରିପାରେ । ପୋମ୍ପୋଓ କହିଛନ୍ତି ଆମେରିକା ସବୁବେଳେ କୋଭିଡ-୧୯ର ଉତ୍ପତ୍ତି ଓ ଏହା ବ୍ୟାପିବାର ମୂଳ କାରଣ ଖୋଜୁଛି । ଅନ୍ୟପଟେ ଚଳିତ ସପ୍ତାହରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଏକ ଦଳ ଚାଇନାରେ କରୋନାର ଯାଞ୍ଚ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri