ଭାରତ ସହ ସ୍ୱର ମିଳାଇଲା ଆମେରିକା, କହିଲା ୟୁକ୍ରେନରେ ଶାନ୍ତି ଫେରାଇ ଆଣିବ ଜରୁରୀ

ୱାଶିଂଟନ,୭ ।୧: ଆମେରିକା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ନେଡ ପ୍ରାଇସ କହିଛନ୍ତି, ଆମେ ଭାରତ ସହ ସହମତ ଯେ ୟୁକ୍ରେନରେ ଶାନ୍ତି ଫେରି ଆସିବା ଜରୁରୀ । ୟୁକ୍ରେନବାସୀଙ୍କ ପାଇଁ ଭାରତର ସମର୍ଥନକୁ ଆମେ ସ୍ୱାଗତ କରୁଛୁ । ସେ ଆହୁରି ମଧ୍ୟ କହିଛନ୍ତି, ଆମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସେହି କଥା ସହ ସହମତ ଯେ ବର୍ତ୍ତମାନର ଯୁଗ ଯୁଦ୍ଧର ଯୁଗ ନୁହେଁ । ଜି୨୦ ସମ୍ମିଳନୀରେ ବି ଏହି ସ୍ୱର ଉଠିଥିଲା ।
ନେଡ ପ୍ରାଇସ କହିଛନ୍ତି, ରୁଷିଆକୁ ଯୁଦ୍ଧ ପାଇଁ ଦାୟୀ ବୋଲି କହିବାକୁ ଆମେ କ’ଣ କରିବା ଦରକାର ସେ ନେଇ ଆମେରିକା ନିୟମିତ ଭାରତର ସମ୍ପର୍କରେ ରହିଛି । ଭାରତ ଓ ଆମେରିକା ଉଭୟ ଏକ ନିୟମ-ଆଧାରିତ ଅନ୍ତରାଷ୍ଟ୍ରୀୟ ବ୍ୟବସ୍ଥାକୁ ବଜାୟ ରଖିବାକୁ ପ୍ରତିବଦ୍ଧ, ଯାହା କ୍ଷେତ୍ରୀୟ ଅଖଣ୍ଡତା ଓ ସଂପ୍ରଭୁତାକୁ ସମ୍ମାନ କରିଥାଏ । ସେ କହିଛନ୍ତି, ଏହା ଆମର ଭାରତ ସହ ବିଶ୍ୱସ୍ତରୀୟ ରାଜନୈତିକ ଚୁକ୍ତିର କେନ୍ଦ୍ର ଅଟେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri