ଆମେରିକା ରାଷ୍ଟ୍ରପତି ବାଇଡେନଙ୍କ ପାଇଁ ଭାରତ ହେଉଛି ସବୁଠୁ ଗରୁତ୍ୱପୂର୍ଣ୍ଣ ଦେଶ: ଆମେରିକାର ରାଷ୍ଟ୍ରଦୂତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୮: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପାଇଁ ଭାରତ ହେଉଛି ସବୁଠୁ ଗରୁତ୍ୱପୂର୍ଣ୍ଣ ଦେଶ। ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ ଗାର୍ସେଟୀ ଏହା କହିଛନ୍ତି। ତାଙ୍କୁ ଭାରତରେ ରାଷ୍ଟ୍ରଦୂତ ଭାବେ କାମ କରିବା ପୂର୍ବରୁ ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କୁ କହିଥିଲେ ଯେ, ଭାରତ ତାଙ୍କ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦେଶ। ଭାରତ ସହିତ ତାଙ୍କର ସମ୍ପର୍କ କେତେ ସ୍ବତନ୍ତ୍ର। ପୂ
ଇଣ୍ଡିଆସ୍ପୋରା ଜି-୨୦ ଫୋରମକୁ ସମ୍ବୋଧିତ କରି ଏରିକ କହିଛନ୍ତି ଯେ, ରାଷ୍ଟ୍ରପତି ବାଇଡେନ ମୋତେ ଏଠାକୁ ଆସି କାମ କରିବାକୁ ଉତ୍ସାହିତ କରିଥିଲେ ଏବଂ ଏହା ମୋ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦେଶ ବୋଲି କହିଥିଲେ। ଏହାପୂର୍ବରୁ କୌଣସି ରାଷ୍ଟ୍ରପତି ଦୁଇ ଦେଶ ପାଇଁ ଏପରି କଥା ନ ଥିବେ।
ଏରିକ ଆହୁରି ମଧ୍ୟ କହିଛନ୍ତି, ଟେକ୍ନୋଲୋଜି ଠାରୁ ବ୍ୟବସାୟ, ପରିବେଶ ଠାରୁ ମହିଳା ସଶକ୍ତିକରଣ, ଛୋଟ ବ୍ୟବସାୟ ଠାରୁ ମହାକାଶ ପର୍ଯ୍ୟନ୍ତ ଆମେ ଏକାଠି କାମ କରୁଛୁ । ଆମେରିକା ଏବଂ ଭାରତ ଶକ୍ତିଶାଳୀ ହୋଇ ଆଗକୁ ବଢିବେ।


Enter your email to get our daily news in your inbox.

All Right Reserved By Dharitri.Com

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri