ଭାରତ ଆସୁଛନ୍ତି ଆମେରିକାର ରାଷ୍ଟ୍ରଦୂତ ଗୀତା ରାଓ

ଓ୍ବାଶିଂଟନ୍‌,୨।୮: ବିଶ୍ୱର ବିଭିନ୍ନ କୋଣରେ ହେଉଥିବା ମହିଳାଙ୍କ ସମସ୍ୟା ଉପରେ ଆଲୋଚନା କରିବା ପାଇଁ ଭାରତ ଆସୁଛନ୍ତି ଆମେରିକାର ରାଷ୍ଟ୍ରଦୂତ ଗୀତା ରାଓ ଗୁପ୍ତା। ସେ ଏକ ସପ୍ତାହ ଗସ୍ତରେ ଭାରତ ଆସୁଛନ୍ତି। ଏନେଇ ଆମେରିକା ସ୍ବରାଷ୍ଟ୍ର ବିଭାଗ ସୂଚନା ଦେଇଛି।

ଗୀତା ରାଓ ଭାରତ ଗସ୍ତ ସମୟରେ ଗୁଜୁରାଟ, ମୁମ୍ବାଇ ଏବଂ ବେଙ୍ଗାଲୁରୁକୁ ଗସ୍ତ କରିବେ। ସେ ଅଗଷ୍ଟ ୪ ପର୍ଯ୍ୟନ୍ତ ଗୁଜୁରାଟରେ ରହିବେ। ଗୁଜୁରାଟରେ, ସେ ମହିଳାଙ୍କ ଆର୍ଥନୈତିକ ଉନ୍ନତି ଏବଂ ସଶକ୍ତିକରଣ ପାଇଁ ଜି -୨୦ ସମବାୟ ସମିତିରେ ଆମେରିକାର ପ୍ରତିନିଧିତ୍ୱ କରିବେ।
ଏହା ପରେ ସେ ଭାରତରେ ଲିଙ୍ଗଗତ ସମାନତା ପ୍ରାଥମିକତା ଉପରେ ଆଲୋଚନା କରିବେ। ଏଥିପାଇଁ ସେ ଅଗଷ୍ଟ ୫ ଏବଂ ୬ରେ ମୁମ୍ବାଇ ଯାତ୍ରା କରିବେ ଏବଂ ଘରୋଇ କ୍ଷେତ୍ର ତଥା ନାଗରିକ ସମାଜର ସଦସ୍ୟମାନଙ୍କୁ ଭେଟିବେ।
ଅଗଷ୍ଟ ୭ରେ ଡେପୁଟି ଆସିଷ୍ଟାଣ୍ଟ ସେକ୍ରେଟାରୀ ଜ୍ୟାକସନଙ୍କୁ ବେଙ୍ଗାଲୁରୁ ଭେଟିବେ। ଏଥିସହ ସେଠାରେ କନେକ୍ଟ ଇଣ୍ଟରନ୍ୟାଶନାଲ ଏସିଆ ପାସିଫିକ ସମ୍ମିଳନୀରେ ଯୋଗଦେବେ।
ରାଷ୍ଟ୍ରଦୂତ ବେଙ୍ଗାଲୁରୁରେ ମହିଳା ନେତା ଏବଂ ନାଗରିକ ସମାଜ ସଂଗଠନକୁ ଭେଟିବେ ଏବଂ ଭାରତରେ ମହିଳାଙ୍କ ଅଧିକାର ତଥା ସଶକ୍ତିକରଣ ପାଇଁ ପଦକ୍ଷେପ ବିଷୟରେ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri