ୟୁକ୍ରେନ ପାଇଁ ୨୭୫ ମିଲିୟନ ଆମେରୀକିୟ ଡଲାରର ଆଉ ଏକ ସେନା ସହାୟତା ଘୋଷଣା କଲା ଆମେରିକା

ୱାଶିଂଟନ,୧୦ ।୧୨: ଆମେରିକା ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ୟକ୍ରେନ୍ ପାଇଁ ୨୭୫ ଆମେରିକୀୟ ଡଲାରର(ପ୍ରାୟ ୨୨.୬୬) ଅରବ ଟଙ୍କା)ର ଆଉ ଏକ ସେନା ସହାୟତା ପ୍ୟାକେଜ ଘୋଷଣା କରିଛି ଆମେରିକା । ପ୍ୟାକେଜରେ ହାଇ ମୋବିଲିଟି ଆର୍ଟିଲରି ରକେଟ ସିଷ୍ଟମ(ଏଚଆଇଏମଏଆରଏସ) ପାଇଁ ଅତିରିକ୍ତ ଗୋଳା-ବାରୁଦ ୮୯୦.୦୦୦ ୧୫୫ ଏମଏମ ଆର୍ଟିଲରି ରାଉଣ୍ଡ ଓ କାଉଣ୍ଟର ଅନମ୍ୟାଡ ଏରିୟଲ ସିଷ୍ଟମ ଉପକରଣ ସାମିଲ ରହିଛି ।
ଏହା ବ୍ୟତୀତ ଆମେରିକା ଦ୍ୱାରା ଘୋଷିତ ସହାୟତା ପ୍ୟାକେଜରେ କାଉଣ୍ଟର-ଏୟାର ଡିଫେନ୍ସ କ୍ଷମତା, ଉଚ୍ଚ ଗତିଶୀଳତା ବାଲା ବହୁ ଉଦ୍ଦେଶିୟ ଚକଲଗା ବାହନ, ଆମ୍ବୁଲାନ୍ସ ଓ ଚିକିତ୍ସା ଉପକରଣ, ପ୍ରାୟ ୧୫ଜେନେରେଟର ଓ ଫିଲ୍ଡ ଉପକରଣ ସାମିଲ ରହିଛି । ଏହି ଘୋଷଣା ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ କରାଯାଇଛି । ଆମେରିକା ପ୍ରତିରକ୍ଷା ବିଭାଗ କହିଛି ରୁଷିଆ ଦ୍ୱାରା ଚଳିତ ବର୍ଷ ୨୪ ଫେବୃୟାରୀରେ ୟୁକ୍ରେନ୍ ଉପରେ ସେନା ଆକ୍ରମଣ ଆରମ୍ଭ କରାଯାଇଥିଲା । ଏହାପରେ ଆମେରିକା ଦ୍ୱାରା ୟୁକ୍ରେନକୁ ୧.୩ ବିଲିୟନ ଆମେରିକି ଡଲାର(ପ୍ରାୟ ୧୫.୯୧ ଖରବ ଟଙ୍କା)ରୁ ଅଧିକ ସେନା ସହାୟତା ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri