ଅଭ୍ୟାସ ସମୟରେ ଆମେରିକୀୟ ସୈନ୍ୟଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ମୃତ

ଓ୍ବାଶିଂଟନ୍‌,୧୩।୧୧: ତାଲିମ ଅଭ୍ୟାସ ସମୟରେ ଭୂମଧ୍ୟସାଗରରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଆମେରିକାର ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଦୁର୍ଘଟଣାରେ ୫ ଆମେରିକୀୟ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ତେବେ ଦୁର୍ଘଟଣା କେଉଁଠାରେ ଘଟିଛି ତାହା ଅଧିକାରୀମାନେ ନିଶ୍ଚିତ କରିନାହାଁନ୍ତି। ସୂଚନାଯୋଗ୍ୟ, ଇସ୍ରାଏଲ-ହମାସ ଯୁଦ୍ଧକୁ ଏକ ଆଞ୍ଚଳିକ ଦ୍ୱନ୍ଦ୍ୱରେ ପରିଣତ ନ କରିବା ପାଇଁ ଆମେରିକା ଭୂମଧ୍ୟସାଗରରେ ଏକ ଯୁଦ୍ଧ ଜାହାଜ ନିୟୋଜିତ କରିଛି।

ଆମେରିକାର ୟୁରୋପୀୟ କମାଣ୍ଡ ନଭେମ୍ବର ୧୦ ଦୁର୍ଘଟଣା ସମ୍ପର୍କରେ ଏକ ବିବୃତ୍ତି ଜାରି କରି କହିଛି ଯେ ଆର୍ମି ଟ୍ରେନିଂ ସମୟରେ ବାୟୁ ସେନାର ହେଲିକପ୍ଟର ୫ ଜଣଙ୍କୁ ନେଇ ଏକ ଏୟାର ରିଫିଲିଂ ମିଶନରେ ସମ୍ପୃକ୍ତ ଥିଲା ଏବଂ ଭୂମଧ୍ୟସାଗରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରର ସମସ୍ତ ୫ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri