ଆମେରିକା-ଅଷ୍ଟ୍ରେଲିଆ-ବ୍ରିଟେନ୍‌-କାନାଡ଼ା ବେଜିଂ ଅଲିମ୍ପିକ୍ସକୁ କଲେ ବହିଷ୍କାର…

ଓ୍ବାଶିଂଟନ,୯।୧୨: ଚାଇନାରେ ୨୦୨୨ରେ ହେବାକୁଥିବା ଶୀତକାଳୀନ ଅଲିମ୍ପିକ୍ସ ଖେଳକୁ କୂଟନୈତିକ ଭାବରେ ଆମେରିକା-ଅଷ୍ଟ୍ରେଲିଆ-ବ୍ରିଟେନ୍‌-କାନାଡ଼ା ବହିଷ୍କାର କରିଛନ୍ତି। ଏନେି ସମ୍ପୃକ୍ତ ଦେଶ ପକ୍ଷରୁ ଘୋଷଣା କରାଯାଇଛି। ଏଭଳି ଘୋଷଣା କରେ ଚାଇନାର ପ୍ରତିକ୍ରିୟା ମଧ୍ୟ ପ୍ରକାଶ ପାଇଛି। ଚାଇନା କହିଛି ଏହାର ଠିକଣା ଜବାବ ଦିଆଯିବ।

ଜିନଜିଆଙ୍ଗ ପ୍ରଦେଶ ତଥା ଅନ୍ୟ ଅଞ୍ଚଳରେ ଚାଇନା ପକ୍ଷରୁ ମାନବିକ ଅଧିକାରର ଉଲ୍ଲଂଘନକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଚାଇନା ଉଇଗର ସମ୍ପ୍ରଦାୟଙ୍କର ନରସଂହାର କରୁଥିବା ଆମେରିକା କହିଛି। ତେବେ ଏଭଳି ଅଭିଯୋଗ ମିଥ୍ୟା ବୋଲି ଚାଇନା ପକ୍ଷରୁ କୁହାଯାଇଛି।

ଚାଇନାର ବିଦେଶ ମନ୍ତ୍ରଣାଳୟ ପ୍ରବକ୍ତା ଝାଓ ଲିଝିୟନ୍‌ ଉଇଗର ସମ୍ପ୍ରଦାୟ ଉପରେ ହେଉଥିବା ନିର୍ଯାତନା ଅଭିଯୋଗ ଏକ ଗୁଜବ ବୋଲି କହିଛନ୍ତି। ଆମେରିକାର ଏଭଳି ପଦକ୍ଷେପକୁ ଦେଶରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସ୍ବାଗତ କରାଯାଇଛି।

ବେଜିଂରେ ଶୀତକାଳୀନ ଅଲିମ୍ପିକ୍ସ ୨୦୨୨ ଫେବୃୟାରୀ ୪ରୁ ଫେବୃୟାରୀ ୨୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଗତ ମାସରେ କହିଥିଲେ ଯେ ଚାଇନା ମାନବିକ ଅଧିକାରର ଉଲ୍ଲଂଘନ କରୁଛି। ତେଣୁ ବେଜିଂ ଅଲମ୍ପିକ୍ସ୍‌ ବହିଷ୍କାର ଉପରେ ବିଚାର କରାଯାଇଛି। ପୂର୍ବରୁ ୧୯୮୦ରେ ଆମେରିକା ମସ୍କୋ ଅଲିମ୍ପିକ୍ସକୁ ସଂପୂର୍ଣ୍ଣ ଭାବେ ବହିଷ୍କାର କରିଥିଲା


Enter your email to get our daily news in your inbox.

All Right Reserved By Dharitri.Com

ଇଦ୍‌-ଉଲ୍‌-ଫିତର ପରେ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବେ ଇମ୍ରାନ

ଇସଲାମାବାଦ,୧୫ା୪: ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍‌ ଇଦ୍‌-ଉଲ୍‌-ଫିତର ପରେ ଦେଶରେ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବେ ବୋଲି ଘୋଷଣା କରିଛନ୍ତି। ଏକ ରିପୋର୍ଟ...

ଲକ୍‌ଡାଉନ୍‌ ହଟିଲେ ମଧୁମେହ ରୋଗୀଙ୍କୁ ବିପଦ

ଲଣ୍ଡନ,୨୬ା୫: ଲକ୍‌ଡାଉନ ହଟାଯିବା ପରେ ମଧ୍ୟ ମଧୁମେହ ରୋଗୀଙ୍କୁ ଘର ଭିତରେ ରହିବାକୁ ପଡ଼ିପାରେ। କାରଣ କରୋନା ସଂକ୍ରମଣର ଅଧିକ ଆଶଙ୍କା ଥିବା ବର୍ଗରେ ସେମାନେ...

ବିବିିସି ଛାଡ଼ିଲେ ବୟକଟ୍‌

ଲଣ୍ଡନ, ୭ା୬ (ପି.ଟି.)-ପୂର୍ବତନ ଇଂଲଣ୍ଡ ଅଧିନାୟକ ଜେଫ୍ରି ବୟକଟ୍‌ ବିବିିସି ଟେଷ୍ଟ ମ୍ୟାଚ ସ୍ପେଶାଲ କମେଣ୍ଟ୍ରି ଟିମ୍‌ରୁ ଓହରିଯାଇଛନ୍ତି। କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ଆଶଙ୍କା ଯୋଗୁ...

କରୋନା ଆକ୍ରାନ୍ତ ହେଲେ ଏହି ଷ୍ଟାର୍‌ ଅଲ୍‌ରାଉଣ୍ଡର

ଲଣ୍ଡନ, ୧୭।୯: ଇଂଲଣ୍ଡ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର୍‌ ଡେଭିଡ୍‌ ଓ୍ବିଲୀ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଏହି କାରଣରୁ ସେ ଇଂଲଣ୍ଡର ଘରୋଇ...

ଏହି ବିରଳ କ୍ଲବରେ ସାମିଲ ହେବା ଲାଗି ବିରାଟଙ୍କ ନିକଟରେ ସୁଯୋଗ

ଆବୁଧାବି, ୩।୧୦: ଚଳିତ ଆଇପିଏଲ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲିଙ୍କ ପ୍ରଦର୍ଶନ ବେଶ୍‌ ନୈରାଶ୍ୟଜନକ ରହିଛି। ପ୍ରଥମ ୩ଟି ମ୍ୟାଚ୍‌ରେ ସେ ଯଥାକ୍ରମେ...

ଭୁଲ୍‌ ଟୁଇଟ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨ା୪(ପି.ଟି.): ଶ୍ରୀଲଙ୍କାରେ ଇଷ୍ଟର ପାଳନ ବେଳେ ଆତଙ୍କବାଦୀଙ୍କ ଆକ୍ରମଣ ଯୋଗୁ ୨୧୫ ନିହତ ଓ ୫୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବାବେଳେ ଏହାକୁ ନେଇ ଶୋକବ୍ୟକ୍ତ କରିବାକୁ...

ଅତ୍ୟାବଶ୍ୟକ ଔଷଧ ତାଲିକାରେ ସାମିଲ ହୋଇପାରେ ମେଦବହୁଳତା ଔଷଧ: ଡବ୍ଲୁଏଚଓରେ ଆବେଦନ…

ଜେନେଭା,୩୦।୩ : ମେଦବହୁଳତାର ମୁକାବିଲା କରିବା ପାଇଁ ଅତ୍ୟାବଶ୍ୟକ ଔଷଧ ତାଲିକାରେ ପ୍ରଥମ ଥର ପାଇଁ ମେଦବହୁଳତା ଔଷଧ ସାମିଲ ହୋଇପାରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ...

ଆମେରିକା କ୍ୟାପିଟୋଲ ହିଂସା: ଟ୍ରମ୍ଫକୁ ଦାୟୀ କଲା ଯାଞ୍ଚ ପ୍ୟାନେଲ, ଦୋଷୀ ହେବେ କି ନା ନିଷ୍ପତ୍ତି ନେବ ଆଇନ ବିଭାଗ

ୱାଶିଂଟନ,୨୦ ।୧୨: ୱାଶିଂଟନରେ ଥିବା ଆମେରିକାର କ୍ୟାପିଟାଲ ବିଲଡିଂ(ଆମେରିକାର ସଂସଦ ଗୃହ) ପରିସର ବାହାରେ ୬ ଜାନୁୟାରୀ ୨୦୨୧ରେ ହୋଇଥିବା ଆକ୍ରମଣର ଅନୁସନ୍ଧାନ କରୁଥିବା ଏକ...

Advertisement
Archives

Model This Week