ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ ସମସ୍ତେ ଇରାନ ସେନା ପାଇଁ କାମ କରୁଥିଲେ। ଏହି କମ୍ପାନୀଗୁଡିକ ଆମେରିକାରେ ବେଆଇନ ବାଣିଜ୍ୟ ଏବଂ ସ୍ଥାନାନ୍ତର କରିବାରେ ଇରାନକୁ ସାହାଯ୍ୟ କରୁଥିଲେ। ଯେଉଁ କମ୍ପାନୀ ଉପରେ ପ୍ରତିବନ୍ଧ ଲଗାଯାଇଛି। ସେଥିରେ କିଛି କମ୍ପାନୀ ଭାରତରରରରର ରହିଛି। ଏପ୍ରିଲ ୨୫ରେ ଆମେରିକା ଏହି ପଦକ୍ଷେପ ନେଇଛି। ଆମେରିକାର ଟ୍ରେଜେରୀ ବିଭାଗ କହିଛି ଯେ ୟୁକ୍ରେନକୁ ଇରାନର ମାନବ ବିହୀନ ବିମାନ ଯାନର ଗୁପ୍ତ ବିକ୍ରିକୁ ସୁଗମ ତଥା ଆର୍ଥିକ ସହାୟତା କରିବାରେ ଏହି କମ୍ପାନୀଗୁଡିକ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ଅଭିଯୋଗ ହୋଇଛି ଯେ ଏହି କାର୍ଯ୍ୟ ଇରାନର ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ସଶସ୍ତ୍ର ବାହିନୀ ଲଜିଷ୍ଟିକ୍ସ ପାଇଁ କରାଯାଇଛି, ଯାହା ନିଜେ ଇସଲାମିକ ବିପ୍ଳବୀ ଗାର୍ଡ କର୍ପସ ଏବଂ ୟୁକ୍ରେନରେ ରୁଷିଆର ଯୁଦ୍ଧକୁ ସମର୍ଥନ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ସେନା ଘାଟି ଉପରେ ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୬ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅଧୀନ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି...

ଚାଇନାରେ ପୁଣିଥରେ ବଢୁଛି କି ମହାମାରୀ? ହସ୍ପିଟାଲରେ ଆଇସିୟୁ ବେଡ ବଢାଇବାକୁ ସୁପାରିସ

ବେଜିଂ,୬।୫: ନିକଟରେ ଚାଇନାରେ କରୋନା ମହାମାରୀ ଯୋଗୁ ସାରା ଦେଶ ବିପର୍ଯ୍ୟସ୍ତ ହୋଇପଡିଥିଲା। ଦେଶରେ ଏହି ମହାମାରୀ ଯୋଗୁଁ ହଜାର ହଜାର ଲୋକ ପ୍ରାଣ ହରାଇଥିଲେ।...

ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ...

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ...

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri