ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ ସମସ୍ତେ ଇରାନ ସେନା ପାଇଁ କାମ କରୁଥିଲେ। ଏହି କମ୍ପାନୀଗୁଡିକ ଆମେରିକାରେ ବେଆଇନ ବାଣିଜ୍ୟ ଏବଂ ସ୍ଥାନାନ୍ତର କରିବାରେ ଇରାନକୁ ସାହାଯ୍ୟ କରୁଥିଲେ। ଯେଉଁ କମ୍ପାନୀ ଉପରେ ପ୍ରତିବନ୍ଧ ଲଗାଯାଇଛି। ସେଥିରେ କିଛି କମ୍ପାନୀ ଭାରତରରରରର ରହିଛି। ଏପ୍ରିଲ ୨୫ରେ ଆମେରିକା ଏହି ପଦକ୍ଷେପ ନେଇଛି। ଆମେରିକାର ଟ୍ରେଜେରୀ ବିଭାଗ କହିଛି ଯେ ୟୁକ୍ରେନକୁ ଇରାନର ମାନବ ବିହୀନ ବିମାନ ଯାନର ଗୁପ୍ତ ବିକ୍ରିକୁ ସୁଗମ ତଥା ଆର୍ଥିକ ସହାୟତା କରିବାରେ ଏହି କମ୍ପାନୀଗୁଡିକ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ଅଭିଯୋଗ ହୋଇଛି ଯେ ଏହି କାର୍ଯ୍ୟ ଇରାନର ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ସଶସ୍ତ୍ର ବାହିନୀ ଲଜିଷ୍ଟିକ୍ସ ପାଇଁ କରାଯାଇଛି, ଯାହା ନିଜେ ଇସଲାମିକ ବିପ୍ଳବୀ ଗାର୍ଡ କର୍ପସ ଏବଂ ୟୁକ୍ରେନରେ ରୁଷିଆର ଯୁଦ୍ଧକୁ ସମର୍ଥନ କରେ।


Enter your email to get our daily news in your inbox.

All Right Reserved By Dharitri.Com

ସିରିଜ୍‌ ପୂର୍ବରୁ ନ୍ୟୁଜିଲାଣ୍ଡକୁ ବଡ଼ ଝଟକ୍କା: କନଓ୍ବେ ବାଦ୍‌, ସିଫର୍ଟ ଖେଳିବେ

ଅକ୍‌ଲାଣ୍ଡ,୩ା୧୧: ଅକ୍‌ଲାଣ୍ଡ,୩ା୧୧: ସ୍ଥାନୀୟ ଇଡେନ ପାର୍କଠାରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ସିରିଜ୍‌ର ପ୍ରଥମ…

ଟିମ୍ ଚୟନକୁ ନେଇ ମୁହଁ ଖୋଲିଲେ ଗିଲ୍, କହିଲେ ମୋ ହାତରେ ଥିଲେ….

ନୂଆଦିଲ୍ଲୀ, ୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ନଭେମ୍ବର ୪ ତାରିଖ ବୁଧବାରଠାରୁ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ…

ସମିତି ସଭ୍ୟଙ୍କ ପରଲୋକ, ଶୋକ ପ୍ରକାଶ କଲେ ଖଡ଼ିଆଳ ବିଧାୟକ

ଖଡ଼ିଆଳ,୩ା୧୧(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଭୁଲିଆସିକୁଆଁ ପଞ୍ଚାୟତର ସମିତି ସଭ୍ୟ ତଥା ବ୍ଲକ ବିଜେଡି ସମ୍ପାଦକ ଶିଶୁପାଳ ବାଗଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଏମ୍ସରେ…

ଫୁଟବଲ ଜଗତରେ ଶୋକର ଛାୟ, ଗୋଲକିପରଙ୍କ ସହ ଧକ୍କା ପରେ ହୃଦଘାତ୍‌ରେ ଚାଲିଗଲା ଖେଳାଳିଙ୍କ ଜୀବନ

ମାଡ୍ରିଡ୍‌,୩ା୧୧: ସ୍ପାନିଶ ଫୁଟବଲରେ ମଙ୍ଗଳବାର ଶୋକର ଛାୟା ଖେଳିଯାଇଛି। ଏକ ଦ୍ୱିତୀୟ ଡିଭିଜନ ମ୍ୟାଚ୍‌ରେ ପ୍ରତିପକ୍ଷ ଗୋଲକିପରଙ୍କ ସହ ଧକ୍କା ପରେ ହୃଦଘାତ୍‌ର ସମ୍ମୁଖୀନ ହୋଇଥିବା ଟେନେରାଇଫ୍‌…

ମିଥୁନ ଓ ମକର ସମେତ ୫ ରାଶିଙ୍କ ଆଗାମୀ ୨୨ ଦିନରେ ବଦଳିବ ଭାଗ୍ୟ: ସାଲାରି ହୋଇଯିବ ଡବଲ୍‌

ବୁଧ ଗ୍ରହ ରାହୁଙ୍କ ନକ୍ଷତ୍ର ସ୍ୱାତୀରେ ପ୍ରବେଶ କରିବା ରାଶିମାନଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ବୁଧ ଆଗାମୀ ୨୨ ଦିନ ଅର୍ଥାତ ୨୫ ନଭେମ୍ୱର ପର୍ଯ୍ୟନ୍ତ…

ୟୁଜିସି ରେଗୁଲେସନ ପ୍ରତ୍ୟାହାର ଦାବି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୩।୧୧(ଉତ୍ତମ କୁମାର ଦାଶ): ସବର୍ଣ୍ଣ ସମାଜ ବିରୋଧୀ ତଥା ଛାତ୍ରୀଛାତ୍ରଙ୍କ ପ୍ରତି ଘୋର ପକ୍ଷପାତ ସୃଷ୍ଟିକାରୀ ୟୁଜିସି ରେଗୁଲେସନ ୨୦୨୬ କୁ ତୁରନ୍ତ ପ୍ରତ୍ୟାହାର ଦାବି କରିଛି…

ଶିଶୁଙ୍କ ହିତରେ କାମକୁ ମିଳିଲା ସମ୍ମାନ! ରାଜ୍ୟସ୍ତରରେ ଚମକିଲେ ଗଞ୍ଜାମ ଡିଏସ୍‌ଡବ୍ଲ୍ୟୁଓ

ଛତ୍ରପୁର,୩।୧୧(ଦିଲ୍ଲୀପି ସାମଲ): ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ ଭୁବନେଶ୍ୱରଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଶିଶୁ ଅଧିକାରର ସୁରକ୍ଷା ଓ ଶିଶୁ…

କ୍ଷୟକ୍ଷତି ଅନୁଧ୍ୟାନ କଲେ ଜିଲାପାଳ: ୧୫ ଦିନ ମଧ୍ୟରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ…

ଭଞ୍ଜନଗର, ୩।୧୧ (ବାବୁଲା ପ୍ରଧାନ): ଗତ ୨୯ ତାରିଖରେ ହୋଇଥିବା ବାତ୍ୟା ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ଭଞ୍ଜନଗର, ଆସିକା ଓ ସୋରଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?