ଏୟାର ହୋଷ୍ଟେସଙ୍କୁ କାମୁଡିଦେଲେ ଯାତ୍ରୀ, କରିବାକୁ ପଡିଲା ଏମରଜେନ୍ସି ଲ୍ୟାଣ୍ଡିଂ

କିଓ,୧୯।୧: ନିକଟରେ ଏୟାରଲାଇନ୍ସ/ଫ୍ଲାଇଟକୁ ନେଇ ଅନେକ ଘଟଣା ସାମ୍ନାକୁ ଆସୁଛି। ପ୍ଲେନ ୧୨ଘଣ୍ଟାରୁ ଅଧିକ ବିଳମ୍ବ ହେବାରୁ ହନିମୁନ କଟେଇବାକୁ ଯାଉଥିବା ଏକ ଦମ୍ପତିଙ୍କ ଘଟଣା ନିକଟରେ ଚର୍ଚ୍ଚାରେ ଥିଲା। ବିଳମ୍ବ ହେବାରୁ ବ୍ୟକ୍ତି ଜଣକ କ୍ରୁ ମେମ୍ବରଙ୍କୁ ମାଡ ମାରିଥିଲେ। ଏହି କ୍ରମରେ ଆଉ ଏକ ମାମଲା ସାମ୍ନାକୁ ଆସିଛି।

ସୂଚନାତାଉ କି, ଆମେରିକାକୁ ଯାତ୍ରା କରୁଥିବା ଅଲ ନିପୋନ ଏଆରଓ୍ବେଜ(ଏଏନଏ) ପ୍ଲାଇଟରେ କିଛି ଏପରି ଘଟଣା ଘଟିଛି ଯାହାପରେ ଫ୍ଲାଇଟକୁ ପୁଣି ଟୋକିଓ ଫେରିବାକୁ ପଡିଥିଲା। ନିଶାରେ ଚୁର ହୋଇ ଯାତ୍ରୀଜଣକ ଜଣେ ଏଆର ହୋଷ୍ଟେସଙ୍କୁୁ କାମୁଡି ଦେଇଛନ୍ତି। ଏହି ୫୫ବର୍ଷିୟ ଆମେରିକୀୟ ଯାତ୍ରା ସମୟରେ ବହୁତ ନିଶାରେ ଥିଲେ। ନିଶାରେ ଥାଇ ସେ କ୍ରୁ ମେମ୍ବରଙ୍କର ବାହୁକୁ କାମୁଡି ଦେଇଥିଲେ। ଯେଉଁଥିରେ ମେମ୍ବର ଜଣକ ଗୁରୁତର ଆହତ ହୋଇଛନ୍ତି।
ଏହି ଘଟଣା ପରେ, ୧୫୯ ଯାତ୍ରୀଙ୍କୁୁ ନେଇ ଯାଉଥିବା ବିମାନକୁ ହାନୋଡା ଏୟାରପୋର୍ଟରେ ଏମରଜେନ୍ସି ଲ୍ୟାଣ୍ଡିଂ କରାଯାଇଥିଲା। ପରେ ନିଶାରେ ଚୁର ହୋଇଥିବା ବ୍ୟକ୍ତିଙ୍କୁ ପୋଲିସ ଜିମା ଦିଆଯାଇଥିଲା। ହୋସକୁ ଫେରିବା ପରେ ବ୍ୟକ୍ତିଜଣକ କିଛି ସ୍ମରଣ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri