ପାକ-ଆଫଗାନ ସୀମାରେ ସୁରକ୍ଷା ବଢାଇବାକୁ ଆମେରିକା କରିବ ଫଣ୍ଡିଂ

ଇସଲାମାବାଦ,୨ ।୧: ପାକିସ୍ତାନ ଓ ଆଫଗାନିସ୍ତାନ ସୀମାରେ ସୁରକ୍ଷା ବଢାଇବାକୁ ଆମେରିକା ତା’ର ବଜେଟରୁ ୧୫ ମିଲିୟନ ଡଲାର(ପ୍ରାୟ ୧୨୦କୋଟି ଟଙ୍କା)କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛି । ଉଭୟ ଦେଶ ମଧ୍ୟରେ ଗଢି ଉଠୁଥିବା ଆତଙ୍କବାଦୀଙ୍କ ବିରୋଧରେ ଆମେରିକାର ଏହି ପଦକ୍ଷେପ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । କେବଳ ଏତିକି ନୁହେଁ ଆମେରିକା ପାକିସ୍ତାନରେ ଲିଙ୍ଗଗତ ଅସମାନତାକୁ ଦୂର କରିବାରେ ମଧ୍ୟ ସାହାଯ୍ୟ କରିବ ବୋଲି ଘୋଷଣା କରିଛି । ପାକିସ୍ତାନ ସମାଚାର ପତ୍ରିକା ଡନର ରିପୋର୍ଟରେ କୁହାଯାଇଛି କି ଆମେରିକାର ଏହି ଘୋଷଣା ଆଫଗାନିସ୍ତାନରୁ ଆତଙ୍କବାଦୀ ଆକ୍ରମଣ ରୋକିବାକୁ ଇସଲାମାବାଦକୁ ସାହାଯ୍ୟ କରିବାର ଇଚ୍ଛାକୁ ରେଖାଙ୍କିତ କରୁଛି ଯାହାକି ପାକିସ୍ତାନ ପାଇଁ ବଡ ବିପଦ ହୋଇଯାଇଛି । ଏହା ବ୍ୟତୀତ ଲିଙ୍ଗଗତ ସମାନତା ପାଇଁ ପ୍ରଦାନ କରାଯାଇଥିବା ଧନରାଶି ସାମାଜିକ ବିକାଶରେ ପାକିସ୍ତାନ ସହ ଆମେରିକାର ସମ୍ପର୍କର ସମ୍ଭାବନାକୁ ଦର୍ଶାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri