ପ୍ରୋ ଟ୍ରମ୍ପ ହିଂସାରେ ଭାରତୀୟ ପତାକା ଦେଖାଇଥିଲେ କୋଚୀର ବାସୀନ୍ଦା

କୋଚୀ,୮।୧- ଆମେରିକାର କ୍ୟାପିଟାଲ ହିଲ ସମ୍ମୁଖରେ ଭାରତୀୟ ପତାକା ଦେଖାଉଥିବା ଗୋଷ୍ଠୀର ନେତୃତ୍ୱ ନେଇଥିଲେ କେରଳର ଚମ୍ବାକାରା ଅଞ୍ଚଳର ଜଣେ ବାସୀନ୍ଦା। ତାଙ୍କ ନାମ ହେଉଛି ଭିନସେଣ୍ଟ ଜାଭିଅର ପାଲାଥିଙ୍ଗାଲ। ଓ୍ବାଶିଂଟନରୁ ଫୋନ ଯୋଗେ ସେ କହିଛନ୍ତି, ଇଣ୍ଡୋ-ଆମେରିକୀୟମାନେ ଟ୍ରମ୍ପଙ୍କ ପ୍ରତି ସମର୍ଥନ ଦର୍ଶାଇବା ପାଇଁ ଭାରତୀୟ ପତାକା ନେଇ ଯାଇଥିଲେ। କ୍ୟାପିଟାଲ ବିଲ୍ଡିଂ ଭିତରେ ହୋଇଥିବା ହିଂସା କାଣ୍ଡରେ ସେ ସାମିଲ ନ ଥିବା କହିଛନ୍ତି।

ନିର୍ବାଚନବେଳେ ଭୋଟରଙ୍କ ସହ ଠକେଇ ହୋଇଥିବା ବିଶ୍ୱାସ କରି ବିଭିନ୍ନ ଦେଶର ନାଗରିକମାନେ ଓ ରିପବ୍ଲିକାନ ସମର୍ଥକମାନେ ବୁଧବାର କ୍ୟାପିଟଲ ବିଲ୍ଡିଂ ଆଗରେ ଏକତ୍ରିତ ହୋଇଥିଲେ। ଆମେ ଶାନ୍ତିପୂର୍ଣ୍ଣ ଭାବେ ରାଲିରେ ସାମିଲ ହୋଇଥିଲୁ। ଟ୍ରମ୍ପଙ୍କ ରାଲିରେ ପାକିସ୍ତାନ, ଜାପାନ, ଇରାନ ଭଳି ଦେଶର ମଧ୍ୟ ପତାକା ଥିଲା ବୋଲି ଥ୍ରିସୁର ସରକାରୀ ଇଞ୍ଜିନିୟର କଲେଜରୁ ଗ୍ରାଜୁଏଟ୍‌ ହୋଇଥିବା ପାଲାଥିଙ୍ଗାଲ କହିଛନ୍ତି। ସେ ୧୯୯୨ରେ ଆମେରିକା ଚାଲିଯାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri