ଆମେରିକାରେ ଚାଲୁଥିଲା ଚାଇନାର ସିକ୍ରେଟ ପୋଲିସ ଷ୍ଟେଶନ, ୨ ଜଣ ଗିରଫ

ଓ୍ବାଶିଂଟନ,୧୮।୪: ଆମେରିକାର ଅଧିକାରୀମାନେ ନ୍ୟୁୟର୍କ ସହରରେ ୨ ଜଣ ଚାଇନା ମୂଳବାସିନ୍ଦ ଆମେରିକା ନାଗରିକଙ୍କୁ ଗିରଫ କରିଛନ୍ତି। ଆମେରିକାରେ ସିକ୍ରେଟ ପୋଲିସ ଷ୍ଟେଶନ ମାଧ୍ୟମରେ ଏମାନେ ଆମେରିକାରେ ଥାଇ ଚାଇନାକୁ ଅନେକ ତଥ୍ୟ ଯୋଗଉଥିବା ଅଭିଯୋଗ ରହିଛି।
ଆମେରିକାର ଜଷ୍ଟିଶ ଡିପାର୍ଟମେଣ୍ଟ କହିଛି ଚାଇନା ମୂଳ ବାସିନ୍ଦ ୨ ଆମେରିକା ନାଗରିକ ୬୧ ବର୍ଷିୟ ଲିୟୁ ଜିୟାଙ୍ଗଓ୍ବାଙ୍ଗ ଓ ୫୯ ବର୍ଷିୟ ଚେନ ଜିନପିଙ୍ଗଙ୍କୁ ଗିରଫ କରାଯାଇଛି। ଏମାନେ ୨୦୨୨ଆରମ୍ଭରୁ ମ୍ୟାନହଟନର ଚାଇନା ଟାଉନରେ ଗୁପ୍ତ ପୋଲିସ ଷ୍ଟେଶନ ଚଳାଉଥିଲେ।
ନ୍ୟୁୟର୍କ ଇଷ୍ଟର୍ଣ୍ଣ ଡିଷ୍ଟ୍ରିକ୍ଟର ଆମେରିକି ଆଟର୍ନି ବ୍ରିୟୋନ ପିସ କହିଛନ୍ତି ଏମାନେ ବେଜିଂର ଇସାରାରେ ନ୍ୟୁୟର୍କ ଓ ଆମେରିକାରେ ଚାଇନାର ପ୍ରବାସୀଙ୍କୁ ଟାର୍ଗେଟ କରି ଆନ୍ତର୍ଜାତୀୟ କାର୍ଯ୍ୟରେ ନିୟୋଜିତ ଥିଲେ। ଗିରଫ ଦୁଇ ଜଣଙ୍କୁ ଆମେରିକା କର୍ତ୍ତୁପକ୍ଷଙ୍କୁ ନ ଜଣାଇ ଚାଇନା ସରକାର ଏଜେଣ୍ଟ ଭାବେ କାର୍ଯ୍ୟ କରିବାକୁ ଷଡଯନ୍ତ୍ର କରାଯିବ ସହ ନ୍ୟାୟ ଉପରେ ବାଧା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଇରାନକୁ ସହାୟତା କରୁଛି ରୁଷିଆ! ଜେଲେନସ୍କିଙ୍କ ଦାବି ଉପରେ ଟ୍ରମ୍ପଙ୍କ ବଡ଼ ବୟାନ

ଓ୍ବାଶିିଂଟନ,୨୮।୭: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଦ୍ୱାରା କରାଯାଇଥିବା ଏକ ଦାବିର ଜବାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜେଲେନସ୍କି କହିଥିଲେ ଯେ ରୁଷିଆ ଆମେରିକା…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri