ଏସଟିଏ ଚୁକ୍ତିନାମା ଉପରେ ଆମେରିକା ଚାଇନା ନଜର…

ଓ୍ବାଶିଂଟନ,୧୮।୬ : ଆମେରିକା ଚାଇନା ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ଐତିହାସିକ ବିଜ୍ଞାନ ଚୁକ୍ତି ଏସଟିଏ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୪୦ ବର୍ଷରୁ ଅଧିକ ସମୟ ପାଇଁ, ଆମେରିକା ଏବଂ ଚାଇନା ମଧ୍ୟରେ ଏହି ଗୁରୁତ୍ୱପୂର୍ଣ୍ଣ ଚୁକ୍ତିନାମା ବିଭିନ୍ନ ବୈଜ୍ଞାନିକ ଏବଂ ବୈଷୟିକ କ୍ଷେତ୍ରରେ ସହଯୋଗକୁ ବୃଦ୍ଧି କରିଛି। ଏହା ଏକ ଶକ୍ତିଶାଳୀ ସଙ୍କେତ ଦୁଇ ପ୍ରତିଦ୍ୱନ୍ଦ୍ୱୀ ସେମାନଙ୍କ ବିବାଦକୁ ଏଡ଼ାଇ ଏକତ୍ର କାର୍ଯ୍ୟ କରିପାରିବେ ।

ଦଶନ୍ଧି ମଧ୍ୟରେ ଦୁହିଁଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଅତ୍ୟନ୍ତ ଖରାପ ଥିବାବେଳେ ଆମେରିକା-ଚାଇନା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ଚୁକ୍ତିନାମା (ଏସଟିଏ) କୁ ଚଳିତ ବର୍ଷ ଶେଷ ହେବାକୁ ଅନୁମତି ଦେବ କି ନାହିଁ ସେ ନେଇ ଆମେରିକା ସରକାରଙ୍କ ମଧ୍ୟରେ ଏକ ବିତର୍କ ଚାଲିଛି।

ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ଚାଇନାକୁ କୂଟନୈତିକ ଗସ୍ତରେ ଯାଇଛନ୍ତି। ଦୁଇ ବିଶ୍ୱ ଶକ୍ତି ମଧ୍ୟରେବଢୁଥିବା ତିକ୍ତତାକୁ ଶାନ୍ତ କରିବାକୁ ଚେଷ୍ଟା କରିବା ଦୃଷ୍ଟିରୁ ତାଙ୍କର ଏହି ଗସ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଏ। ରାଷ୍ଟ୍ରପତି ଜୋ ବାଇଡେନ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ବ୍ଲିଙ୍କେନ ଆମେରିକାର ସର୍ବୋଚ୍ଚ ସ୍ତରର ଅଧିକାରୀ ଏବଂ ପାଞ୍ଚ ବର୍ଷ ମଧ୍ୟରେ ବେଜିଂ ଗସ୍ତରେ ଆସିଥିବା ପ୍ରଥମ ମନ୍ତ୍ରୀ । ବ୍ଲିଙ୍କେନ ଚଳିତ ବର୍ଷ ପ୍ରାରମ୍ଭରେ ଚାଇନା ଗସ୍ତ କରିବାକୁ ଯାଉଥିଲେ ମଧ୍ୟ ଗୁପ୍ତଚର ବେଲୁନ ବିବାଦ ଯୋଗୁ ତାଙ୍କ ଯାତ୍ରାକୁ ସ୍ଥଗିତ ରଖିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri