Posted inଜାତୀୟ

ଆମେରକା ସାଂସଦ ଇଲହାନଙ୍କ ଭାରତ ବିରୋଧୀ ମନ୍ତବ୍ୟ ଉପରେ କଡା ଜବାବ ଦେଲେ ପ୍ରିୟଙ୍କା ଚର୍ତୁବେଦୀ

ନୂଆଦିଲୀ,୨୮।୯: ଆମେରିକାର କଂଗ୍ରେସ ସାଂସଦ ଇଲହାନ ଓମାର ବିଭିନ୍ନ ପ୍ରସଙ୍ଗରେ ଭାରତ ବିରୋଧୀ ଆଭିମୁଖ୍ୟ ପାଇଁ ଜଣାଶୁଣା। ବର୍ତ୍ତମାନ ସେ ଭାରତ-କାନାଡା ବିବାଦ ଉପରେ ମନ୍ତବ୍ୟ ରଖିଛନ୍ତି। ଶିଖ ବିଚ୍ଛିନ୍ନତାବାଦୀ ନେତା ହାର୍ଦ୍ଦିକ ସିଂ ନିଜ୍ଜାରଙ୍କ ହତ୍ୟା ମାମଲାରେ ତଦନ୍ତ ପାଇଁ ଭାରତ କାନାଡାକୁ ସମର୍ଥନ କରିବା ଉଚିତ ବୋଲି ଇଲହାନ କହିଛନ୍ତି। ଡେମୋକ୍ରାଟ ନେତା ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଏପରି ଅପରେଶନ ଆମେରିକାରେ ହୋଇଛି କି ନାହିଁ ଏନେଇ ସୂଚନା ଦେବାକୁ ଆମେ ଅନୁରୋଧ କରୁଛୁ।

ତେବେ ଇଲହାନଙ୍କ ଟ୍ବିଟରେ ରାଜ୍ୟସଭା ଏମପି ପ୍ରିୟଙ୍କା ଚର୍ତୁବେଦୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯଦି ଏପରି ଘଟଣା, ତେବେ ଜଣେ ଭାରତୀୟ ସାଂସଦ ଭାବରେ ମୁଁ ବର୍ହିବ୍ୟାପାର ମନ୍ତ୍ରଣାଳୟକୁ ଅନୁରୋଧ କରୁଛି କି, ଇଲହାନ ୨୦୨୨ରେ ପାକିସ୍ତାନ ଦ୍ୱାରା ସଂଗୃହୀତ କରାଯାଇଥିବା ପାଣ୍ଠିରେ ପାକିସ୍ତାନ ଓ ପାକ୍‌ ଅଧିକୃତ କଶ୍ମୀର କିପରି ଗସ୍ତ କରିଥିଲେ ଏହା ଉପରେ ତଦନ୍ତ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri