ଅଶାନ୍ତ ଆମେରିକା: କାଉନସିଲରଙ୍କୁ ଘର ବାହାରେ ଗୁଳି କରି ହତ୍ୟା

ୱାଶିଂଟନ,୩ ।୨: ସାୟରେଭେଲେରେ ରହୁଥିବା ନ୍ୟୁ ଜର୍ସିର ଜଣେ କାଉନସିଲରଙ୍କୁ ବୁଧବାର ରାତିରେ ତାଙ୍କ କାର ଭିତରେ ଘର ବାହାରେ ଗୁଳି କରି ହତ୍ୟା କରାଯାଇଛି । ମୃତକଙ୍କ ବୟସ ୩୦ ବର୍ଷ ହେବ ବୋଲି କୁହାଯାଉଛି । ସେ ହେଉଛନ୍ତି ୟୁନିସ ଡ୍ରବମଫୋର । ଧଳା ରଙ୍ଗର ଏସୟୁଭି ଗାଡି ଭିତରେ ତାଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି । ତାଙ୍କ ଶରୀରରେ ଅନେକ ଗୁଳି ବାଜିଛି । କାରଟି ସାୟରେଭେଲେରେ ଲା ମେର ଆପାର୍ଟମେଣ୍ଟ ପରିସରରେ କ୍ୟାମଲ୍ୟାଟ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ପୋଲିସ କହିଛି କି ସେ ଶୁଟିଂ ସମୟରେ ସେ ଟାର୍ଗେଟରେ ଥିଲେ, ହେଲେ ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ ।

ମିଡିଲସେକ୍ସ କାଉଂଟି ଅଭିଯୋଜକଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି କି ୯୧୧ କଲରେ ସନ୍ଧ୍ୟା ପ୍ରାୟ ୭ଟା ୨୨ରେ ଗୁଳିକାଣ୍ଡର ସୂଚନା ମିଳିଥିଲା । ନ୍ୟୁଜର୍ସିର ଗଭର୍ନର ଫିଲ ମର୍ଫି କହିଥିଲେ, ସେ ମହିଳା କାଉନସିଲରଙ୍କ ମୃତ୍ୟୁ ଖବର ପାଇ ସ୍ତବ୍ଧ ହୋଇଯାଇଛନ୍ତି । ମର୍ଫି ଏକ ବୟାନରେ କହିଛନ୍ତି, ସାର୍ବଜନିକ ସେବାରେ ତାଙ୍କର କ୍ୟାରିୟର ଏବେ ଆରମ୍ଭ ହୋଇଥିଲା । ସେ ପୂର୍ବରୁ ବରେ କାଉନସିଲର ଜଣେ ପ୍ରତିଷ୍ଠିତ ସଦସ୍ୟ ଭାବେ ନିଜର ପ୍ରତିଷ୍ଠା କରିଥିଲେ । ସେ ତାଙ୍କ ଦାୟିତ୍ୱ ସମ୍ପୂର୍ଣ୍ଣ ମନ ଦେଇ କରିଥିଲେ । ମୁଁ କାଉନସିଲ ଓମେନ ଡ୍ରଭୁମଫୋରଙ୍କ ପରିବାର ଓ ଆତ୍ମିୟସ୍ୱଜନ ଓ ସମ୍ପୂର୍ଣ୍ଣ ସାୟରଭିଲେ ସମ୍ପ୍ରଦାୟଙ୍କ ପ୍ରତି ସମବେଦନା ଜଣାଉଛି । ଏହି କ୍ଷତିରେ ସମସ୍ତେ ସ୍ତବ୍ଧ ହୋଇଯାଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri