ଭାରତ ଗସ୍ତରେ ଆମେରିକାର ପ୍ରତିରକ୍ଷା ସଚିବ

ୱାଶିଂଟନ/ନୂଆଦିଲ୍ଲୀ,୧୯।୩: ଆମେରିକାର ପ୍ରତିରକ୍ଷା ସଚିବ ଲୟଡ ଜେ ଅଷ୍ଟିନ ୩ ଦିନିଆ ଭାରତ ଗସ୍ତରେ ଆସି ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ଶନିବାର ଅଷ୍ଟିନ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ। ଏପରିକି ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ ଅଷ୍ଟିନଙ୍କ ମଧ୍ୟରେ ଆଫଗାନିସ୍ତାନ ସମେତ ଚୀନ ଏବଂ ଆଞ୍ଚଳିକ ସୁରକ୍ଷା ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଆମେରିକାର ପ୍ରତିରକ୍ଷା ସଚିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ମଧ୍ୟ ସାକ୍ଷାର କରିବା ନେଇ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଜାବ ବିବାଦରେ ଏଣ୍ଟ୍ରି କଲେ ମଲାଲା: କଲେ ଏମିତି ଅପିଲ

ଲଣ୍ଡନ,୯।୨:କର୍ନାଟକରେ ଚାଲିଥିବା ହିଜାବ ବିବାଦକୁ ନେଇ ସାରା ବିଶ୍ୱରୁ ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଛି। ମଙ୍ଗଳବାର ହାଇକୋର୍ଟରେ ଶୁଣାଣି ସମୟରେ ଘଟିଥିବା ହିଂସା ପରେ ନୋବେଲ...

ସୋନିଆଙ୍କୁ ୧୦୦ କଂଗ୍ରେସ ନେତାଙ୍କ ପତ୍ର

ନୂଆଦିଲ୍ଲୀ, ୧୮।୮: ନେତୃତ୍ୱ ପରିବର୍ତ୍ତନ ପାଇଁ ପ୍ରାୟ ୧୦୦ ଜଣ କଂଗ୍ରେସ ନେତା ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିବା ନିଲମ୍ବିତ...

ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୩।୩: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଥଣ୍ଡା,ଜ୍ୱର ହେବାରୁ ଗୁରୁବାର ସାର୍‌ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ...

ଆଉ ୩ ମାସ ବଢିଲା ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ, ୨୪।୬: ବଢିଲା ଏମ୍‌ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ। ଜୁନ ୨୪ ତାରିଖରେ କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ଆଉ ୩ ମାସ...

ଡ୍ରାଗନର ଯୁଦ୍ଧ ପ୍ରସ୍ତୁତି: ଏଲ୍‌ଏସିରେ ଟ୍ୟାଙ୍କ୍‌ ମୁତୟନ କଲା ଚାଇନା

ଲେହ,୫।୧: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖର ଏଲ୍‌ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଚାଇନା ସୈନ୍ୟ ବାହିନୀ ପକ୍ଷରୁ ଭାରତ ସହିତ ଯୁଦ୍ଧ କରିବା ଲାଗି...

ତ୍ରିପୁରା ହୋଟେଲରେ ଅଟକ ପ୍ରଶାନ୍ତ କିଶୋରଙ୍କ ଟିମ୍‌

କୋଲକାତା, ୨୬।୭: ନିର୍ବାଚନ ରଣନୀତି ବିଶାରଦ ପ୍ରଶାନ୍ତ କିଶୋରଙ୍କ ଆଇପିଏସି (ଇଣ୍ଡିଆନ ପଲିଟିକାଲ ଆକ୍ସନ କମିଟି)ର ଏକ ଟିମ୍‌କୁ ତ୍ରିପୁରାର ଏକ ହୋଟେଲରେ ଅଟକ ରଖାଯାଇଥିବା...

ଆଜି ବିଶ୍ୱ ଡାକ ଦିବସ: ଜାଣନ୍ତୁ ଡାକ ସେବା ସମ୍ପର୍କରେ କିଛି ରୋଚକ ତଥ୍ୟ

ନୂଆଦିଲ୍ଲୀ,୯।୧୦: ଆଜି ସାରା ବିଶ୍ୱରେ ଡାକ ଦିବସ ପାଳନ କରାଯାଉଛି। ଡାକ ବିଭାଗ କାଇଁ କେଉଁ ଯୁଗରୁ କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ସୂଚନା...

ଚାଇନା ମିଛ କହୁଛି: ଆମେରିକାକୁ ଆବଶ୍ୟକ କିମ୍‌ ସୈନ୍ୟଙ୍କ ସହଯୋଗ !…

ଓ୍ବାଶିଂଟନ,୨୫।୧ : ଆମେରିକାର ପୂର୍ବତନ ବୈଦେଶିକ ମନ୍ତ୍ରୀ ମାଇକ ପୋମ୍ପିଓ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଏବଂ ଚାଇନା ବିଷୟରେ ଏକ...

Advertisement
Archives

Model This Week