ପାକିସ୍ତାନକୁ ନିମନ୍ତ୍ରଣ ଦେଲା ନାହିଁ ଆମେରିକା: ରାଗିଗଲେ ଇମ୍ରାନ

ନ୍ୟୁୟର୍କ,୪।୪: ବିଶ୍ୱ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପାକିସ୍ତାନକୁ ଆମନ୍ତ୍ରଣ କରିନାହାଁନ୍ତି। ଏହି ସମ୍ମିଳନୀ ଏପ୍ରିଲ ୨୨-୨୩ରୁ ଅନଲାଇନରେ ଅନୁଷ୍ଠିତ ହେବ। ଆମେରିକାର ଏହି ପଦକ୍ଷେପକୁ ନେଇ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ସୋସିଆଲ ମିଡିଆରେ ଆମେରିକା ପ୍ରଶାସନ ବିରୋଧରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ସହିତ ପାକିସ୍ତାନରେ ପରିବେଶ ସୁରକ୍ଷା ପାଇଁ କରାଯାଇଥିବା କାର୍ଯ୍ୟ ବିଷୟରେ ଇମ୍ରାନ ମତବ୍ୟକ୍ତ କରିଛନ୍ତି। ଇମ୍ରାନ ଖାନ ନିଜ ଦୁଃଖ ପ୍ରକାଶ କରି କହିଛନ୍ତି, ପାକିସ୍ତାନରେ ଜଳବାୟୁ ପରିବର୍ତ୍ତନ ନେଇ ଶିଖର ସମ୍ମିଳନୀକୁ ନିମନ୍ତ୍ରଣ ନ କରିଯିବା ମୋତେ ବ୍ୟଥିତ କରିଛି। ଆମ ସରକାର ସବୁଜ ପାକିସ୍ତାନ ଗଠନ ପାଇଁ ଆମେ ଉଦ୍ୟମ କରୁଛୁ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଜଳବାୟୁ ପରିବର୍ତ୍ତନକୁ ମୁକାବିଲା କରିବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବିଡେନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୪୦ ଜଣ ବିଶ୍ୱ ନେତାଙ୍କୁ ନିମନ୍ତ୍ରଣ କରିଛନ୍ତି। ଏହି ଶିଖର ସମ୍ମିଳନୀର ଉଦ୍ଦେଶ୍ୟ ହେଉଛି ଜଳବାୟୁ ପରିବର୍ତ୍ତନକୁ ମୁକାବିଲା କରିବା ପାଇଁ ଠୋସ ପଦକ୍ଷେପ ଗ୍ରହଣ କରିବାର ଗୁରୁତ୍ୱ। ଏହି ସମ୍ମିଳନୀ ପାଇଁ ପାକିସ୍ତାନକୁ ଏପର୍ଯ୍ୟନ୍ତ ନିମନ୍ତ୍ରଣ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri