୩୦ ଦିନ ମଧ୍ୟରେ ପତନ ହେବ ଟ୍ରମ୍ପଙ୍କ ସରକାର, ଆସିଲା ବଡ଼ ଭବିଷ୍ୟବାଣୀ, ବିଶ୍ୱରେ ହଇଚଇ

ଓ୍ବାଶିଂଟନ୍‌,୨୬।୨: ଜାନୁଆରୀ ୨୦ ତାରିଖରେ ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ନେଇଥିଲେ। ଏହା ପରେ ସେ ଅନେକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଚନ୍ତି, ଯାହାର ପ୍ରଭାବ କେବଳ ଆମେରିକାରେ ନୁହେଁ ବରଂ ଭାରତ ସମେତ ସମଗ୍ର ବିଶ୍ୱରେ ଦେଖାଯାଇଛି। ଏହି ନିଷ୍ପତ୍ତିଗୁଡ଼ିକରେ ଶୁଳ୍କ, ଅବୈଧ ପ୍ରବାସୀ, ଗ୍ରୀନଲ୍ୟାଣ୍ଡ ଦଖଲ ଏବଂ ଅନ୍ୟାନ୍ୟ ଅନେକ ନିଷ୍ପତ୍ତି ଅନ୍ତର୍ଭୁକ୍ତ ।

ଡୋନାଲ୍ଡ ଟ୍ରମ୍ପ ତାଙ୍କ ନିର୍ବାଚନ ପ୍ରଚାର ସମୟରେ ଦେଇଥିବା ଅନେକ ପ୍ରତିଶ୍ରୁତି ପୂରଣ କରିବା ପାଇଁ ନିର୍ଣ୍ଣାୟକ ପଦକ୍ଷେପ ନେଇଥିଲେ। ତଥାପି, ତାଙ୍କର ଅନେକ ନିଷ୍ପତ୍ତିକୁ କୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ସମୟରେ, ଡେମୋକ୍ରାଟିକ ରଣନୀତିଜ୍ଞ ଜେମ୍ସ କାର୍ଭିଲ ଏକ ବଡ଼ ଦାବି କରିଛନ୍ତି।

ଆମେରିକା ଡେମୋକ୍ରାଟିକ ପାର୍ଟିର ଜଣେ ବରିଷ୍ଠ ରଣନୀତିଜ୍ଞ ଜେମ୍ସ କାର୍ଭିଲ କହିଛନ୍ତି, ମୁଁ ବିଶ୍ୱାସ କରେ ଏହି ପ୍ରଶାସନ ୩୦ ଦିନରୁ କମ୍‌ ସମୟ ମଧ୍ୟରେ ପତନ ହୋଇପାରେ। ଦେଶର ଲୋକମାନେ ଟ୍ରମ୍ପ ପ୍ରଶାସନରେ ବିରକ୍ତ। ସେ ଦାବି କରିଛନ୍ତି, ଟ୍ରମ୍ପଙ୍କ ଅନେକ ନିଷ୍ପତ୍ତି ଜନସାଧାରଣଙ୍କ ଅସନ୍ତୋଷକୁ ବୃଦ୍ଧି କରିଛି। କାର୍ଭିଲ ବିଶେଷ ଭାବରେ ଟ୍ରମ୍ପ ପ୍ରଶାସନର ପ୍ରବାସୀ କଟକଣା ଏବଂ ଟ୍ରାନ୍ସଜେଣ୍ଡର ଅଧିକାର ଉପରେ କାର୍ଯ୍ୟାନୁଷ୍ଠାନକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଏହି ନିଷ୍ପତ୍ତିଗୁଡ଼ିକ ଜନସାଧାରଣଙ୍କ ଚିନ୍ତାକୁ ବୃଦ୍ଧି କରିଛି ଏବଂ ଏହାର ପ୍ରଭାବ ସାରା ଦେଶରେ ଦୃଶ୍ୟମାନ ହେଉଛି। ଏହା ସହିତ, ଏଲନ ମସ୍କଙ୍କୁ ପ୍ରଶାସନର ଅଂଶ କରିବାର ନିଷ୍ପତ୍ତି ପରେ, ଅନେକ ଲୋକଙ୍କ ଚାକିରି ବିପଦରେ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri