ଆମେରିକା ରାଷ୍ଟ୍ରପତି ନିର୍ବାଚନ: ହିନ୍ଦୀ ଭାଷାରେ ହେଉଛି ପ୍ରଚାର

ୱାଶିଂଟନ,୧୩ ।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରଚାର କାର୍ଯ୍ୟ ମଧ୍ୟ ଯୋର ସୋରରେ ଚାଲିଛି । ଏବେ ସେଠାରେ ହିନ୍ଦୀରେ ‘ଟ୍ରମ୍ପ ହଟାଓ ଆମେରିକା ବଚାଓ, ଆମେରିକା ନେତା କୈସା ହୈ’ ଭଳି ସ୍ଲୋଗାନ ଦିଆଯାଉଥିବା ଦେଖାଯାଇଛି । ଆମେରିକାରେ ଥିବା ପ୍ରବାସି ଭାରତୀୟଙ୍କୁ ପ୍ରଲୋଭିତ କରିବାକୁ ଡେମୋକ୍ରାଟିକ ପାର୍ଟିର ସମର୍ଥକମାନେ ଏଭଳି ସ୍ଲୋଗାନ ଦେଉଥିବା କୁହାଯାଉଛି । କେବଳ ହିନ୍ଦୀ ନୁହେଁ ବରଂ ହିନ୍ଦୀ ସମେତ ପାଖାପାଖି ୧୪ଟି ଭାଷାରେ ଏମାନେ ପ୍ରଚାର କରୁଛନ୍ତି । ସିଲିକନ୍ ଭ୍ୟାଲି ସ୍ଥିତ ଜଣେ ଭାରତୀୟ-ଆମେରିକୀୟ ଦମ୍ପତି ହିନ୍ଦୀରେ ଏକ ଡିଜିଟାଲ ଗ୍ରାଫିକ୍ସ ଅଭିଯାନ ଆରମ୍ଭ କରିଛନ୍ତି । ଏଥିରେ ସେମାନେ ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବିଡେନ ଓ ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହ୍ୟାରିସଙ୍କୁ ସମର୍ଥନ କରିଛନ୍ତି ଓ ସେମାନଙ୍କ ସପକ୍ଷରେ ଭୋଟ ଦେବାକୁ କହିଛନ୍ତି । ଏଥିରେ କେତେଜଣ ଭାରତୀୟ ବଲିଉଡ୍‌କୁ ବି ସାମିଲ କରି କିଛି ଭିଡିଓ ଶେୟାର କରିଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri