ଆଲାସ୍କା ଆକାଶ ମାର୍ଗରେ ସନ୍ଦିଗ୍ଧ ବସ୍ତୁକୁ ନଷ୍ଟ କଲା ଆମେରିକା ଫାଇଟର ଜେଟ, ବାଇଡେନ ଦେଇଥିଲେ ନିର୍ଦ୍ଦେଶ

ୱାଶିଂଟନ,୧୧ ।୨: ଆମେରିକା ଦ୍ୱାରା ଚାଇନା ଗୁଇନ୍ଦା ବେଲୁନକୁ ନଷ୍ଟ କରିବାର ମାମଲା ଶାନ୍ତ ହୋଇ ନ ଥିବା ବେଳେ ଆମେରିକା ଫାଇଟର ଜେଟ ଆଲାସ୍କା ଆକାଶ ମାର୍ଗରେ ବହୁ ଉଚ୍ଚରେ ଦେଖାଯାଇଥିବା ଏକ ସନ୍ଦିଗ୍ଧ ବସ୍ତୁକୁ ନଷ୍ଟ କରିଦେଇଥିବା ସୂଚନା ମିଳିଛି । ହ୍ୱାଇଟ ହାଉସ ଶୁକ୍ରବାର(ସ୍ଥାନୀୟ ସମୟ) କହିଛି ଆମେରିକା ଆଲାସ୍କା ଆକାଶ ମାର୍ଗରେ ଦେଖାଯାଉଥିବା ଦ୍ୱିତୀୟ ସନ୍ଦିଗ୍ଧ ବସ୍‌ୁକୁ ‘ଖୁବ ଉଚ୍ଚରେ ଥିବା ବସ୍ତୁ’କୁ ନଷ୍ଟ କରିଦେଇଛି ।
ହ୍ୱାଇଟ ହାଉସ ପାଇଁ ରାଷ୍ଟ୍ରୀୟ ସୁରକ୍ଷା ପରିଷଦ(ଏନଏସସି)ର ପ୍ରବକ୍ତା ଜନ କିର୍ଭି କହିଛନ୍ତି, ଆମେରିକା ପ୍ରତିରକ୍ଷା ବିଭାଗ ଗତ ୨୪ ଘଣ୍ଟାରେ ଆଲାସ୍କାର ଆକାଶ ମାର୍ଗରେ ଏକ ‘ଖୁବ ଉଚ୍ଚ ବସ୍ତୁ’କୁ ନଷ୍ଟ କରିଦେଇଛି । ଗତ ୨୪ ଘଣ୍ଟାରେ ଆମେରିକା ପ୍ରତିରକ୍ଷା ବିଭାଗ ଏହା ଉପରେ ନଜର ରଖିଥିଲା । ଆମେରିକା ଉତ୍ତର କମାନକୁ ଦିଆଯାଇଥିବା ନିର୍ଦ୍ଦେଶ ପରେ ଯୁଦ୍ଧ ବିମାନ ଶେଷ ଘଣ୍ଟା ଭିତର ସନ୍ଦିଗ୍ଧ ବସ୍ତୁକୁ ନଷ୍ଟ କରିଦେଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri