ଆମେରିକାର ଫାଷ୍ଟ ଲେଡି ପୁଣିଥରେ କରୋନା ପଜିଟିଭ

ୱାଶିଂଟନ,୨୫ ।୮: ଆମେରିକାର ଫାଷ୍ଟ ଲେଡି ଜିଲ ବାଇଡେନ ପୁଣିଥରେ କରୋନାରେ ସଂକ୍ରମିତ ହୋଇଛନ୍ତି । ବୁଧବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ଡାକ୍ତର ତାଙ୍କ ସ୍ୱାସ୍ଥ୍ୟ ଉପରେ ଲଗାତାର ଦୃଷ୍ଟି ରଖିଛନ୍ତି । ୨୪ ଅଗଷ୍ଟରେ ତାଙ୍କର ଏକ ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା ।ଯେଉଁଥିରେ ସେ କରୋନା ସଂକ୍ରମିତ ଥିବା ଜଣାପଡିଥିଲା । ହ୍ୱାଇଟ ହାଉସ ପକ୍ଷରୁ କୁହାଯାଇଛି ତାଙ୍କ ନିକଟରେ ସାମନ୍ୟ ଲକ୍ଷଣ ଥିଲା । ରାଷ୍ଟ୍ରପତି ଜୋ ବାଇଡେନ କରୋନାରୁ ସୁସ୍ଥ ହେବାର ଗୋଟିଏ ସପ୍ତାହ ପରେ ଫାଷ୍ଟ ଲେଡିଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି । ତେବେ ବାଇଡେନ ବି ଦ୍ୱିତୀୟ ଥର ଲାଗି କରୋନା ପଜିଟିଭ ହୋଇଥିବା ବେଳେ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri