ନିଜର ୧୩ ମାସର ଶିଶୁ କନ୍ୟା ଉପରେ କାର୍‌ ଚଢାଇଦେଲେ ମହିଳା

ଓ୍ବାଶିଂଟନ୍‌,୧୨।୭: ଆମେରିକାରେ ଏକ ଦଃଖଦ ଘଟଣା ଘଟିଛି। ଜଣେ ମହିଳା ନିଜର ୧୩ ମାସର ଶିଶୁ କନ୍ୟା ଉପରେ ଅଜାଣତରେ କାର ଚଢାଇଦେଇଛନ୍ତି। ଫଳରେ ଘଟଣାସ୍ଥଳରେ ଶିଶୁଟିର ମୃତ୍ୟୁ ଘଟିଥିବା ଜଣାପଡିଛି। ଏହି ଘଟଣା ଆମେରିକାର ଆରିଜୋନା ରାଜ୍ୟର।

ରିପୋର୍ଟ ଅନୁଯାୟୀ, ଜୁଲାଇ ୬ରେ ଜଣେ ମହିଳା ୟାଭପାଇ କାଉଣ୍ଟି ଶରିଫ ପୋଲିସକୁ ଫୋନ କରିଥିଲେ। ଫୋନରେ ମହିଳା ଜଣଙ୍କ ପୋଲିସକୁ ସୂଚନା ଦେଇ କହିଥିଲେ ଯେ, ସେ ତାଙ୍କ ୧୩ ମାସ ଝିଅଉପରେ କାର୍‌ ଚଢାଇ ଦେଇଛନ୍ତି। ହେଲେ ସେ ଅଜ୍ଞାତରେ ଏଭଳି କରିଥିବା ସ୍ବୀକାର କରିଥିଲେ।

ପୋଲିସ କହିଛି ଯେ, ଜାଫାରିଆ ଥର୍ନବର୍ଗ ନାମକ ଜଣେ ମହିଳା ତାଙ୍କ ଘର ବାହାରେ କାର ପାର୍କିଂ କରୁଥିଲେ। ସେହି ସମୟରେ ତାଙ୍କ ଝିଅ ଖେଳୁଥିବା ସମୟରେ କାର୍‌ ନିକଟରେ ପହଞ୍ଚିଯାଇଥିଲା। ଯାହା ଫଳରେ ଅଜାଣତରେ କାର୍‌ଟି ଶିଶୁ ଉପରେ ଚଢିଯାଇଥିଲା। ପରେ ଶିଶୁଟିକୁ ହସ୍ପିଟାଲକୁ ନିଆଯାଇଥିଲା। ହେଲେ ସେତେବେଳକୁ ବହୁତ ଡେରି ହୋଇଯାଇଥିଲା। ହସ୍ପିଟାଲରେ ପହଞ୍ଚିବା ପରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?